ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ପରିପ୍ରେକ୍ଷୀରେ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ
ବାରିପଦା : ଚଳିତ ଅକ୍ଟୋବର ମାସ ୨୭ ତାରିଖ ରୁ ଆଗାମୀ ନଭେମ୍ବର ମାସ ୨ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୫ ପାଳନ ପରିପ୍ରେକ୍ଷୀରେ ଆଜି ବାରିପଦା ଠାରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀ ଓ କ୍ରୀଡା ଛାତ୍ରାବାସ ଛାତ୍ର ମାନଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ସକାଳ ୮ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ ହୋଇ ସହର ପରିକ୍ରମା କରିଥିଲା. ଜିଲ୍ଲା ପ୍ରଶାସନ ଓ ବାରିପଦା ଭିଜିଲାନ୍ସ ୟୁନିଟ ତରଫରୁ ଆୟୋଜିତ ଉକ୍ତ […]
Read More Text.