କାଳୀପୂଜା ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
ବାରିପଦା- ମୟୁରଭଞ୍ଜ ଜିଲ୍ଲା ଶୁଳିଆପଦା ବ୍ଲକ କୋଷ୍ଠା ବଜାର କାଳୀପୂଜା ଓ ଅନ୍ନବସ୍ତ୍ର ମହାଯଜ୍ଞ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବର ଅନ୍ନବସ୍ତ୍ର ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଏଥିରେ ହଜାର ହଜାର ଭକ୍ତଙ୍କୁ ଅନ୍ନ ଓ ବସ୍ତ୍ର ପ୍ରଦାନ କରାଯାଇଥିଲା । ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ବିଭାଗମନ୍ତ୍ରୀ ଡା .କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ । ଲୋକମାନଙ୍କ ସମସ୍ୟା ବୁଝିବା ସହିତ ଅନ୍ନ ବସ୍ତ୍ର ବଣ୍ଟନ କରିଥିଲେ । […]
Read More Text.