ଫେବ୍ରୁଆରୀ ୮ରେ ସିଟିଇଟି ପରୀକ୍ଷା
ଭୁବନେଶ୍ୱର: ଫେବ୍ରୁଆରୀ ୮ରେ ସିଟିଇଟି ପରୀକ୍ଷା। ଆସନ୍ତା ୨୦୨୬ ଫେବ୍ରୁଆରୀ ୮ରେ ଅନୁଷ୍ଠିତ ହେବ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି)। ଏନେଇ କେନ୍ଦ୍ରୀୟ ମାଧ୍ୟମି ଶିକ୍ଷା ପରିଷଦ (ସିବିଏସ୍ଇ )ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦେଶର ୧୩୨ଟି ସହରରେ ପରୀକ୍ଷା ଅନୁଷ୍ଠିତ ହେବ। ୨୦ଟି ଭାଷାରେ ପରୀକ୍ଷା ହେବ। ଏଥିରୁ ପରୀକ୍ଷାର୍ଥୀ ନିଜସ୍ୱ ଭାଷା ଚୟନ କରିବେ। ପରୀକ୍ଷା, ସିଲାବସ୍, ଯୋଗ୍ୟତା, ପରୀକ୍ଷା ଫି, ପରୀକ୍ଷା କେନ୍ଦ୍ର ସମ୍ପର୍କିତ ସମସ୍ତ ସୂଚନା ସିଟିଇଟି ଅଫିସିଆଲ୍ ୱେବ୍ସାଇଟ୍ […]
Read More Text.