ଦୁର୍ଘଟଣାରେ ଚାଲିଗଲା ୭ ଜୀବନ, ୫ ଆହତ
ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ପ୍ରତାପଗଢ, କୁଶୀନଗର ଏବଂ ଆଗ୍ରାରେ ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟି ୭ ଜଣଙ୍କ ଜୀବନ ଚାଲିଯାଇଛି । ଏଥିରେ ଜଣେ ମହିଳା ଥାନା ଅଧିକାରୀ, ଦୁଇ ଭାଇ, ଦାଦ-ପୁତୁରା ଏବଂ ଜଣେ ପୋଲିସ କର୍ମୀ ରହିଛନ୍ତି । ଦୁର୍ଘଟଣା ଦ୍ରୁତ ଗତି, ଓଭରଲୋଡ ଗାଡି ଏବଂ ଅସାବଧାନତା ଯୋଗୁଁ ହୋଇଛି । ପ୍ରତାପଗଢରେ ଏକ ଅଜଣା ବାଇକ୍ ପୋଲିସ ଅଧିକାରୀଙ୍କ ବାଇକୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ତାଙ୍କର ଜୀବନ ଚାଲିଯାଇଥିଲା […]
Read More Text.