Z

ଟ୍ରେନ୍ ଟଏଲେଟ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ଵର : ଭୁବନେଶ୍ଵର ରେଳଷ୍ଟେସନରେ ଅଭାବନୀୟ ଘଟଣା ଘଟିଛି। ଟ୍ରେନ୍ ଟଏଲେଟ୍‌ ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଜିଆରପି ପୁଲିସ୍ ପୁରୁଷୋତ୍ତମ ଏକ୍ସପ୍ରେସ୍ ଶୌଚାଳୟରୁ ଏହି ମୃତଦେହକୁ ଉଦ୍ଧାର କରିଥିବା ସୂଚନା ମିଳିଛି । ଆଜି ସକାଳେ ସଫେଇ କର୍ମଚାରୀମାନେ ଟ୍ରେନ୍ ସଫା କରିବା ସମୟରେ ମୃତଦେହ ପଡିଥିବା ଦେଖି ରେଳବାଇ ପୁଲିସ୍ କୁ ଖବର ଦେଇଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଯୁବକଙ୍କ ପରିଚୟ ମିଳିପାରିନଥିବା ବେଳେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି […]

Read More Text.

ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା

ଭୁବନେଶ୍ୱର : ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା। ଓଏମଆର୍‌ ସିଟ୍‌ ଜରିଆରେ ଲିଖିତ ପରୀକ୍ଷା ହେବ। ଏସଆଇ ରାଙ୍କ୍‌ର ସମସ୍ତ ସିପିଏସଇ-୨୦୨୪ ପରୀକ୍ଷା ହେବ। ଏନେଇ ଶନିବାର ଓଡିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । – ସେପ୍ଟେମ୍ବର ୨୦ ତାରିଖ ପରଠାରୁ ପରୀକ୍ଷାର୍ଥୀ ଆଡ୍‌ମିଟ୍‌ କାର୍ଡ ଡାଉନଲୋଡ୍‌ କରି ପାରିବେ। Odishapolice.gov.inରୁୁ ଡାଉନଲୋଡ୍‌ କରିବେ ଆଡ୍‌ମିଟ୍‌ କାର୍ଡ ।ରାଜ୍ୟର ବିଭିନ୍ନ ଜିଲାରେ ଏହି ପରୀକ୍ଷା ଅନୁଷ୍ଠିତ […]

Read More Text.
632

ଧସିଲା ନାଗାବଳୀ ନଦୀର ନିର୍ମାଣାଧୀନ ପଥର ପ୍ୟାକିଙ୍ଗ୍‌

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦରରେ ଥିବା ଦୁଇଟି ନଦୀ ନାଗାବଳୀ ଓ କଲ୍ୟାଣୀ ନଦୀରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପଥର ପ୍ୟାକିଂ ଧସି ଯାଇଥିବା ଦେଖିବାକୁ ମିଳିଛି। ନାଗାବଳୀ ଓ କଲ୍ୟାଣୀ ନଦୀରେ ତଟରେ ଥିବା ଗ୍ରାମଗୁଡିକର ମାଟି ଗୁଡିକ ଧସି ଗ୍ରାମ ଓ ସାହି ଗୁଡିକ ଲୀନ ହୋଇଯିବ ବୋଲି ବାରମ୍ବାର ଖବର କାଗଜରେ ଖବର ପ୍ରକାଶ ପାଇଥିଲା। ଏହାର ସୁରକ୍ଷା ପାଇଁ ଜଳ ସମ୍ପଦ ବିଭାଗ ପକ୍ଷରୁ ପଥର ପ୍ୟାକିଂ […]

Read More Text.
Img 20250829 wa0152

ବାରିପଦା ଷ୍ଟାଡିୟମରେ ଜାତୀୟ କ୍ରୀଡା ଦିବସ ପାଳିତ 

ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପରିସରରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଆନୁକୂଲ୍ୟରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି I ସର୍ବପ୍ରଥମେ ଉପସ୍ଥିତ ଅତିଥି, ଏସୋସିଏସନର କର୍ମକର୍ତ୍ତା ଭାରତୀୟ ହକି ଜଗତର ତାରକା ଧ୍ୟାନଚାନ୍ଦଙ୍କ ୧୨୦ ତମ ଜନ୍ମ ଜୟନ୍ତୀରେ ତାଙ୍କ ଫୋଟୋ ଚିତ୍ରରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ I ଉପ ସଭାପତି ବିବେକାନନ୍ଦ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ  ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅତିରିକ୍ତ ଜିଲ୍ଲାପାଳ ଈଶ୍ୱର ଚନ୍ଦ୍ର ନାଏକ, ସମ୍ମାନିତ ଅତିଥି […]

Read More Text.
Img 20250829 wa0144

ପି ସି ପୁର ସ୍କୁଲରେ ଜାତୀୟ କ୍ରୀଡା ଦିବସ ପାଳିତ 

ବାରିପଦା : ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୧୫ ନଂ ୱାର୍ଡ ସ୍ଥିତ ପୂର୍ଣ୍ଣଚନ୍ଦ୍ରପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି I ସର୍ବପ୍ରଥମେ ଉପସ୍ଥିତ ଶିକ୍ଷକ ଓ ଛାତ୍ରମାନେ ହକି ତାରକା ମେଜର ଧ୍ୟାନଚାନ୍ଦଙ୍କ ୧୨୦ ତମ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଫୋଟୋ ଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ I ବରିଷ୍ଠ ଶିକ୍ଷକ ସୋମନାଥ ସିଂହ ଭାରତୀୟ ହକିର ପ୍ରବାଦ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଜୀବନ […]

Read More Text.
Img 20250829 wa0158

ଓଡିଶା ପ୍ରତ୍ନତାତ୍ତ୍ୱିକ ଅନୁସନ୍ଧାନ ଓ ସଂରକ୍ଷଣ ର ଅଗ୍ରଦୂତ ଥିଲେ ପଦ୍ମଶ୍ରୀ ପରମାନନ୍ଦ ଆଚାର୍ଯ୍ୟ  

ଆମେ ମୟୂର ଭଞ୍ଜିଆ ପକ୍ଷରୁ 132 ତମ ଜୟନ୍ତୀ ଉତ୍ସବ ପାଳିତ ବାରିପଦା:   ପ୍ରଖ୍ୟାତ ପ୍ରତ୍ନତତ୍ତ୍ୱବିତ, ବିଶିଷ୍ଟ ଐତିହାସିକ ତଥା ସୁ ସାହିତ୍ୟିକ ପଦ୍ମଶ୍ରୀ ପରମାନନ୍ଦ ଆଚାର୍ଯ୍ୟ ଙ୍କ 132 ତମ ଜୟନ୍ତୀ ଆମେ ମୟୂର ଭଞ୍ଜିଆ ପକ୍ଷରୁ ପାଳିତ ହୋଇ ଯାଇଛି l ଅଗଷ୍ଟ 29 ତାରିଖ ଶୁକ୍ରବାର ସକାଳ 8 ଘଟିକା ସମୟରେ ସ୍ଥାନୀୟ ଦେଉଳସାହି ଠାରେ ଥିବା ପଦ୍ମଶ୍ରୀ ପରମାନନ୍ଦ ଆଚାର୍ଯ୍ୟ ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ଭକ୍ତିପୂତ ଶ୍ରଦ୍ଧାସୁମନ ଅର୍ପଣ କରା […]

Read More Text.
Img 20250829 wa0148

ସେପ୍ଟେମ୍ବର ୬ ରେ କଳା ଦିବସ ପାଳନ କରିବ କୁଡୁମୀ ସେନା

ବାରିପଦା – କୁଡୁମୀ ଜାତିକୁ ଆଦିବାସୀ ବର୍ଗରେ ସାମିଲ କରିବା ପାଇଁ ଜୈମୁନି କୁମାର ମହାନ୍ତ ଙ୍କ ନେତୃତ୍ୱରେ ବିଗତ ଏକ ଦଶନ୍ଧି ରୁ ଉର୍ଦ୍ଧ୍ବ ସମୟ ଧରି କୁଡୁମୀ ସେନା ପକ୍ଷରୁ ଆନ୍ଦୋଳନ ଜାରି ରହିଛି।ଏହି କ୍ରମରେ ଆସନ୍ତା ସେପ୍ଟେମ୍ବର ୬ ତାରିଖ କୁ ସବୁ ବର୍ଷ ପରି ଏ ବର୍ଷ ମଧ୍ୟ କଳା ଦିବସ ଭାବେ ପାଳନ କରାଯିବ ବୋଲି ନିଷ୍ପତ୍ତି ହୋଇଛି।ଏଠାରେ ସ୍ମରଣଯୋଗ୍ୟ ଯେ ଗତ ୧୯୫୦ ମସିହା ସେପ୍ଟେମ୍ବର ୬ ତାରିଖ […]

Read More Text.
Img 20250829 wa0133

ବାରିପଦା ଠାରେ ଜାତୀୟ କ୍ରୀଡା ଦିବସ -୨୦୨୫ ପାଳନ ଅବସରରେ ରାଲି ଅନୁଷ୍ଠିତ

ବାରିପଦା : ଅଗଷ୍ଟ ତା ୨୯ ରୁ ୩୧ ତାରିଖ ଜାତୀୟ କ୍ରୀଡା ଦିବସ ଅବସରରେ  କ୍ରୀଡା,ଉତ୍ସାହ ଓ ଏକତାର ଦେଶ ବ୍ୟାପୀ ଉତ୍ସବ ପାଳନ ପରିପ୍ରେକ୍ଷୀରେ ଆଜି ବାରିପଦା ଠାରେ ଜିଲ୍ଲା କ୍ରୀଡା ବିଭାଗ ଓ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଜାତୀୟ କ୍ରୀଡା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ କ୍ରୀଡା ଛାତ୍ରବାସ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ରାଜ୍ୟସଭା ସାଂସଦ ଶ୍ରୀମତୀ ମମତା ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ […]

Read More Text.
Photo for the news of midday meal

ମଧ୍ୟାହ୍ନ ଭୋଜନ ଶିକ୍ଷକଙ୍କୁ ଅଡୁଆ, ଛାତ୍ର ଉପସ୍ଥାନରେ ଜାଲିଆତି ଚାଲିଛି

ଦିନକୁ ଦିନ ଚୁଲିକୁ ଗଲାଣି ପାଠପଢ଼ା ଆଗରପଡ଼ା :ଛାତ୍ର ଉପସ୍ଥାନ ବୃଦ୍ଧି, ଅଧାରୁ ପାଠପଢ଼ା ଛାଡୁଥିବା ବିଦ୍ୟାର୍ଥୀଙ୍କୁ ରୋକିବା ତଥା ଅପପୁଷ୍ଟି ଦୂର ପାଇଁ ସରକାର ମଧ୍ୟାହ୍ନ ଭୋଜନ ଯୋଜନା ଲାଗୁ କରିଥିଲେ । ହେଲେ ଏହି ଯୋଜନା ଏବେ ଦିଗହରା ହେବାକୁ ବସିଲାଣି । ଏହାକୁ ନେଇ ଶିକ୍ଷକମାନେ ଦିନକୁ ଦିନ ସମସ୍ୟା ଜାଲରେ ଛନ୍ଦି ହେଉଛନ୍ତି । ଦିନ ପ୍ରାୟ ୧୧ଟା ସୁଦ୍ଧା କେତେ ଛାତ୍ରଛାତ୍ରୀ ବିଦ୍ୟାଳୟକୁ ଆସିଛନ୍ତି ସେମାନଙ୍କ ତାଲିକା ସମ୍ପୃକ୍ତ ବିଦ୍ୟାଳୟର […]

Read More Text.
Photo for the news of chasa

କ୍ଷେତରେ ଷଣ୍ଢ; ଚିନ୍ତାରେ ଚାଷୀ

ଆଗରପଡ଼ା: ଷଣ୍ଢ ମାନଙ୍କୁ ନେଇ ଚାଷୀମାନେ ତ୍ରାହୀ ତ୍ରାହୀ ଡାକିଲେଣି । ଧାନ କ୍ଷେତରେ ପଶି ସଂଖ୍ୟାଧିକ ଷଣ୍ଢ କ୍ଷେତକୁ ନଷ୍ଟ କରିବାରେ ଲାଗିଛନ୍ତି । ସ୍ଥାନୀୟ ଅଂଚଳର ପ୍ରାୟ ୮୦ ପ୍ରତିଶତ ଲୋକ କେବଳ ଖରିଫ ଧାନଚାଷ କରି ପରିବାର ପ୍ରତିପୋଷଣ କରିଥାନ୍ତି । ଧାର କରଜ କରି ଚାଷୀମାନେ ଚାଷ କରିଥାନ୍ତି ଓ ଅମଳ ହେବା ପରେ ଋଣ ପରିଶୋଧ କରିଥାନ୍ତି । ଦୈବୀ ଦୁର୍ବିପାକକୁ ସହ୍ୟ କରିବା ସହ ବର୍ତ୍ତମାନ ଷଣ୍ଢ ମାନଙ୍କ […]

Read More Text.