ଜାରି ରହିଛି ଲଘୁଚାପ ପ୍ରଭାବ, ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ : ସେପ୍ଟେମ୍ବର ପହିଲାରୁ ପୁଣି ଭିଜିବ ଓଡ଼ିଶା
ଭୁବନେଶ୍ବର ୨୮।୮: ରାଜ୍ୟ ଉପରେ ପୁଣି ଆଉ ଏକ ଘୂର୍ଣ୍ଣିବଳୟ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ଉପକୂଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ପାଣିପାଗ ବୈଜ୍ଞାନିକ ଶରତ ସାହୁ । ଯାହା ଫଳରେ ସେପ୍ଟେମ୍ବର ପହିଲାରୁ ରାଜ୍ୟରେ ପୁଣି ଜାରି ରହିବ ବର୍ଷା ପୁଣି ଭିଜିବ ଓଡ଼ିଶା। ସେପଟେ ଲଘୁଚାପ ପ୍ରଭାବରେ ଆଉ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ଚେତାବନୀ ବି ରହିଥିବା […]
Read More Text.