ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପ୍ରାର୍ଥିପତ୍ର ଦାଖଲ ଶେଷ, ତେଜସ୍ୱୀ କଂଗ୍ରେସର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ
ପାଟନା: ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଶେଷ ହୋଇଛି। ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିଲା। ଶାସକ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ)ର ଅଂଶୀଦାର ଦଳଗୁଡିକ ଆସନ ବୁଝାମଣା ଆଧାରରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପ୍ରଥମ ପର୍ଯ୍ୟାୟ ପ୍ରାର୍ଥିପତ୍ର ଦାଖଲ ଶେଷ ହୋଇଥିବାବେଳେ ବିରୋଧୀ ମହାମେଣ୍ଟ ବା ଇଣ୍ଡି ମେଣ୍ଟର ଅଂଶୀଦାର ଦଳଗୁଡିକ ମଧ୍ୟରେ ଆସନ ବୁଝାମଣା ଚୂଡାନ୍ତ ହୋଇପାରି ନାହିଁ। ଆସନ ବୁଝାମଣା ଚୂଡାନ୍ତ ହୋଇ ନଥିବାରୁ ଅଂଶୀଦାର […]
Read More Text.