BSNLର ଦିୱାଲି ଅଫର, ୧ ଟଙ୍କାରେ କଥା ହେବେ ମନ ଇଛା, ଦିନକୁ ପୁଣି 2GB ଡାଟା
ନୂଆଦିଲ୍ଲୀ: ଆସିଲା ଦମଦାର ଦିୱାଲି ଅଫର୍ । ମୋବାଇଲ ୟୁଜରଙ୍କ ପାଇଁ ବଡ ସୁଯୋଗ । ୧ ଟଙ୍କାରେ ପାଆନ୍ତୁ ଅନଲିମିଟେଡ୍ କଲ୍, ଡେଲି 2GB ଡାଟା । ମାସେ ଯାଏଁ ସବୁ ଫ୍ରି । ଦୀପାବଳି ପାଇଁ ଦେଶର ସରକାରୀ ଟେଲିକମ୍ କମ୍ପାନୀ BSNL ଆଣିଛି ଏମିତି ଦମଦାର ଅଫର୍ ସୁଯୋଗ ଆଣିଦେଇଛି । ୧ ଟଙ୍କାରେ ଗୋଟିଏ ମାସ ପାଇଁ ମାଗଣାରେ ଦେଉଛି ଅନଲିମିଟେଡ୍ କଲ୍ ସୁବିଧା । BSNL ପକ୍ଷରୁ ଦିୱାଲି ବୋନାଞ୍ଜା ନାଁରେ […]
Read More Text.