ଗଙ୍ଗା ସ୍ନାନ ସାରି ଫେରିବା ବେଳେ ଦୁର୍ଘଟଣା, ଅଟୋ-ଟ୍ରକ୍ ମୁହାଁମୁହିଁ : ୮ ମୃତ, ୪ ଆହତ
ପାଟନା : ବିହାରର ପାଟନାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ଦୃଶ୍ୟ ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି। ଅଟୋ ଏବଂ ଏକ ଅଜଣା ଗାଡ଼ି ମୁହାଁମୁହିଁ ଧକ୍କା ହେବାରୁ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଫଳରେ ଏହି ଦୁର୍ଘଟଣାରେ ଅଟୋ ଭାଙ୍ଗିରୁଜି ଚୁନା ହୋଇଯାଇଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତରେ ବ୍ୟସ୍ତ […]
Read More Text.