କଟକରେ ପାର୍ବଣ ଋତୁକୁ ନେଇ ଲାଗିବ ଏସବୁ କଟକଣା, ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ
କଟକ: ଆସୁଛି ଦୁର୍ଗାପୂଜା । କଟକର ମନଲୋଭା ଚାନ୍ଦି ମେଢ଼ରେ ବେଶ ଧୂମଧାମରେ ହେବ ମା’ଙ୍କ ପୂଜାର୍ଚ୍ଚନା । ଏଥି ପାଇଁ ଏବେଠୁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । କଟକରେ ଚଳିତ ବର୍ଷ ସେପ୍ଟେମ୍ବର ୨୮ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ଦୁର୍ଗାପୂଜା । ଅକ୍ଟୋବର ୩ ତାରିଖରେ ହେବ ଦୁର୍ଗାପୂଜା ଭସାଣୀ ଶୋଭାଯାତ୍ରା । କିନ୍ତୁ ଏହା ପୂର୍ବରୁ କଟକ ସହର ସମସ୍ୟାକୁ ନେଇ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାର ଶୁଣାଣି ହୋଇଛି । ଏହି […]
Read More Text.