ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ, ଓଡ଼ିଶା ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା
ଭୁବନେଶ୍ୱର : ଦୀପାବଳି ପୂର୍ବରୁ ମହାନଦୀ ଜଳ ବିବାଦର ସମାଧାନ। ପ୍ରାୟ ଦଶ ବର୍ଷ ପରେ ମହାନଦୀ ଜଳ ବଣ୍ଟନ ବିବାଦର ସମାଧାନ ଦିଗରେ ପୁଣି ଥରେ ଉଚ୍ଚସ୍ତରୀୟ ଆଲୋଚନା ଆରମ୍ଭ ହୋଇଛି। ନୂଆଦିଲ୍ଲୀରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି.ଆର୍. ପାଟିଲଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଇଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ମହାନଦୀ ପ୍ରସଙ୍ଗରେ ଓଡ଼ିଶା ନିଜର ଅଧିକାରରକୁ ଦୃଢ଼ତାର ସହ ଉପସ୍ଥାପନ କରିଛି ବୋଲି ମୁଖ୍ୟମନ୍ତ୍ରୀ […]
Read More Text.