ବଢୁଛି ନବୀନଙ୍କ କ୍ରେଜ୍ ; ଜାତୀୟ ସ୍ତରର ନେତା କରୁଛନ୍ତି କଲ୍
ଭୁବନେଶ୍ବର: ୨୦୨୪ରେ ରାଜ୍ୟ ବିଧାନସଭା ନିର୍ବାଚନ ସମୟରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନ୍ୟର ସାହାରା ନେଇ ନିର୍ବାଚନୀ ମଞ୍ଚରେ ପ୍ରଚାର କରୁଥିବାର ଦେଖିବାକୁ ମିଳିଥିଲା। ଏହା ଦ୍ବାରା ରାଜ୍ୟର ଜନସାଧାରଣଙ୍କ ପାଖକୁ ଏକ ନକାରାତ୍ମକ ବାର୍ତ୍ତା ମଧ୍ୟ ଯାଇଥିଲା। ନବୀନଙ୍କ ପ୍ରଚାର ନେଇ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପ୍ରଶ୍ନ ଉଠାଇଥିଲେ। ନିର୍ବାଚନ ପରେ ବିଜେଡ଼ି ସରକାରଙ୍କ ପତନ ଘଟିଥିଲା। ରାଜ୍ୟରେ ନୂଆ ଡବଲ ଇଞ୍ଜିନ୍ ସରକାର ଗଠନ ହୋଇଥିଲା। ନିର୍ବାଚନ ଫଳାଫଳ ପରେ […]
Read More Text.