ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭବନରେ ରହିବ ଓଡ଼ିଆ ଐତିହ୍ୟର ଝଲକ
ଭୁବନେଶ୍ୱର : ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି । ଓଡ଼ିଶା ଭବନରେ ଓଡିଆ ଐତିହ୍ୟର ଝଲକ ରହିବ । ରାଜ୍ୟର ସମୃଦ୍ଧ ପ୍ରସ୍ତର କାରୁକାର୍ଯ୍ୟ, ସମ୍ବଲପୁରୀ ଇକତ, ଓଡ଼ିଆ ପରମ୍ପରା ଓ ସଂସ୍କୃତିର ଝଲକ ପ୍ରତିଫଳିତ କରିବା ପାଇଁ ଆର୍କିଟେକ୍ଟରଙ୍କୁ ପରାମର୍ଶ ଦେଇଥିଲେ । ଏହି ନିର୍ମାଣ ପ୍ରକ୍ରିୟା ଯଥାଶୀଘ୍ର ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ […]
Read More Text.