ଜାପାନରେ ୭.୧ ତୀବ୍ରତାର ଭୂକମ୍ପ : ୧୮ ମୃତ, ଉଦ୍ଧାର କାର୍ଯ୍ୟ ଜାରି
କୁମାମୋତୋ : ଶକ୍ତିଶାଳୀ ଭୂକମ୍ପରେ ଥରି ଉଠିଛି ଦକ୍ଷିଣ-ପଶ୍ଚିମ ଜାପାନ । ୭.୧ ତୀବ୍ରତାର ଏହି ଭୂକମ୍ପ ପରେ କୁମାମୋତୋ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଯାଏଁ ଅତି କମ୍ରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୨ ଜଣ ଆହତ ହୋଇଛନ୍ତି। ଧ୍ବଂସାବଶେଷ ତଳେ ଫସିଥିବା ଲୋକଙ୍କୁ ଖୋଜିବା ପାଇଁ ଉଦ୍ଧାରକାରୀ ଦଳ ଅଭିଯାନ ଜାରି ରଖିଛି। ଜାପାନ ମେଟେରୋଲୋଜିକାଲ ଏଜେନ୍ସି ଅନୁସାରେ, ଜୁଲାଇ ୨୮ ତାରିଖ ଅପରାହ୍ଣ ପ୍ରାୟ ୪ଟା ୨୭ ମିନିଟ୍ରେ କୁମାମୋତୋ ଅଞ୍ଚଳରେ […]
Read More Text.