ବାଲିଯାତ୍ରା ଉପର ପଡିଆରେ ସ୍ଥାନ ପାଇବ ସାଂସ୍କୃତିକ ଐତିହ୍ୟ
କଟକ: ଆସନ୍ତା ନଭେମ୍ବର ୫ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଥିବା ଐତିହାସିକ କଟକ ବାଲିଯାତ୍ରା-୨୦୨୫ରେ ଉପର ପଡିଆରେ କଟକ ସାଂସ୍କୃତିକ ଐତିହ୍ୟକୁ ସ୍ଥାନ ଦିଆଯିବ। କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତି ଗ୍ରହଣ କରାଯାଇଛି। ବିଶେଷକରି କଟକର ପାରମ୍ପରିକ ଖାଦ୍ୟ, ଦହିବରା ଆଳୁଦମ୍, ଠୁଙ୍କାପୁରୀ, ରୁପା ତାରକସି, ମାଟିରେ ତିଆରି ସାମଗ୍ରୀ ଓ ପାତ୍ର, ବାଉଁଶରୁ ତିଆରି ସାମଗ୍ରୀ, ଶିଙ୍ଗ କାମ, ଶିଳ, ଚକି ଓ ଅନ୍ୟାନ୍ୟ ହସ୍ତଶିଳ୍ପ ସାମଗ୍ରୀ ସମେତ […]
Read More Text.