ଜିଲ୍ଲା ସ୍ତରୀୟ ବିଶ୍ବ ଦୃଷ୍ଟି ଦିବସ -୨୦୨୫ ପାଳିତ
ବାରିପଦା – ଆଜି ଜିଲ୍ଲା ସରକାରୀ ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ରରେ ଥିବା ସମ୍ମିଳନୀ କକ୍ଷରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ତଥା ସ୍ୱାସ୍ଥ୍ୟ ଅଧିକ୍ଷକ ଡାକ୍ତର ସୁବାସ ନାୟକଙ୍କ ଅଧ୍ୟକ୍ଷତାରେ ବିଶ୍ବ ଦୃଷ୍ଟି ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ(କୁଷ୍ଠ ରୋଗ) ଡାକ୍ତର ଶାନ୍ତନୁ ଦାସ, ଜିଲ୍ଲା ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ(ଭେକ୍ଟର ବାହିତ ରୋଗ) ଡାକ୍ତର ବିଜୟ କୁମାର ଦାସ, ଜିଲ୍ଲା ଅତିରିକ୍ତ ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର […]
Read More Text.