ଖରିଫ ଋତୁ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ଅବଧି ବଢ଼ିଲା
ଭୁବନେଶ୍ୱର : ଚାଷୀଙ୍କୁ ବଡ଼ ଆଶ୍ଵସ୍ତି । ଖରିଫ ଋତୁ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଅବଧି ବୃଦ୍ଧି ପାଇଛି । ଚାଷୀ ପଞ୍ଜିକରଣ ଅବଧି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ନିମନ୍ତେ ହେଉଥିବା ଚାଷୀ ପଞ୍ଜିକରଣ ପ୍ରକ୍ରିୟାର ସମୀକ୍ଷା କରାଯାଇଛି । ଏହି ପ୍ରକ୍ରିୟାରେ ଅଦ୍ୟାବଧି ୧୧ ଲକ୍ଷ ୫୦ ହଜାରରୁ ଅଧିକ ଚାଷୀ ପଞ୍ଜିକରଣ କରିସାରିଛନ୍ତି । […]
Read More Text.