କଟକ କର୍ଫ୍ୟୁ: ମିଥ୍ୟା ପ୍ରଚାର କଲେ ହେବ କାର୍ଯ୍ୟାନୁଷ୍ଠାନ
କଟକ: କଟକରେ ୩୬ଘଣ୍ଟା ପାଇଁ କର୍ଫ୍ୟୁ ଲାଗୁ କରାଯାଇଛି । ଏହି ସମୟରେ ଶାନ୍ତି ବଜାୟ ରଖିବା ପାଇଁ ଓଡ଼ିଶା ପୁଲିସ ପକ୍ଷରୁ ବାରମ୍ବାର ନିବେଦନ କରାଯାଉଛି । ପୁଲିସ ଏକ ଆଡଭାଇଜରୀ ଜାରି କରି କହିଛି ଯେ ମିଥ୍ୟ ପ୍ରଚାର କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସୋସିଆଲ ମିଡ଼ିଆରେ କୌଣସି ଖବର ପୋଷ୍ଟ କରିବା ପୂର୍ବରୁ ସତ୍ୟତା ଯାଞ୍ଚ କରନ୍ତୁ । ଏହା ସହ ମିଛ ଓ ଉତ୍ତେଜନାମୂଳକ ପୋଷ୍ଟ କରିବାରୁ ବିରତ […]
Read More Text.