ଚିନ୍ମୟ ମିଶନ ଦ୍ୱାରା ଆୟୋଜିତ ବ୍ୟକ୍ତିତ୍ୱ ବିକାଶ ଶିବିର ଜାଗୃତି ୨୦୨୫ ଉଦଯାପିତ
ଶ୍ରଦ୍ଧାସୁମନ ଓ ଆୟୁଷ ହେଲେ ସର୍ବଶେଷ୍ଠ ଶିବି୍ରାର୍ଥୀ ବାରିପଦା : ବାରିପଦା ଚିନ୍ମୟ ମିଶନ ଦ୍ୱାରା ତିନିଦିନ ଧରି ସ୍କୁଲ ପିଲାଙ୍କ ୧୭ତମ ବ୍ୟକ୍ତିତ୍ୱ ବିକାଶ ଶିବିର ‘ଜାଗୃତି ୨୦୨୫’ ଆଜି ଉଦଯାପିତ ହୋଇଯାଇଛି l ବାରିପଦା ଚିନ୍ମୟ ମିଶନର ଆଚାର୍ଯ୍ୟ ସ୍ୱାମୀ ଗୋବିନ୍ଦାନନ୍ଦ ସରସ୍ବତୀ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର ବିତରିଣି ଉତ୍ସବରେ ବରିଷ୍ଠ ଆଇନଜୀବୀ ସତ୍ୟବ୍ରତ ମହାନ୍ତି ଶିବିରର ଆଭିମୁଖ୍ୟ ବିଷୟରେ ସୂଚନା ଦେଇଥିଲେ l ରାଉଲକେଲା ଚିନ୍ମୟ ମିଶନର ଆଚାର୍ଯ୍ୟ ବ୍ରହ୍ମଚାରିଣୀ ପ୍ରତିଭା ଚୈତନ୍ୟ […]
Read More Text.