ନାଟକ ‘ନିସ୍ତବ୍ଧ ସାହାନାଇ’ ର ଶୁଭ ମହୁରତ
ବାରିପଦା : ପବିତ୍ର ବିଜୟା ଦଶମୀ ଏବଂ ଗାନ୍ଧି ଜୟନ୍ତୀର ଶୁଭ ଅବସରରେ ବାରିପଦାର ସୁନାମଧନ୍ୟ ନାଟ୍ୟାନୁଷ୍ଠାନ “ରୂପାନ୍ତର” ର ପରବର୍ତ୍ତୀ ନାଟକ “ନିସ୍ତବ୍ଧ ସାହାନାଇ” ର ଶୁଭ ମହୁରତ ସ୍ଥାନୀୟ ହରିହର କଳା ମନ୍ଦିରଠାରେ ଅନୁଷ୍ଠିତ ହୋଇଯାଇଅଛି I ଏଥିରେ ଅନୁଷ୍ଠାନର ଅଭିଜ୍ଞ ଅଭିନେତା, ଅଭିନେତ୍ରୀମାନେ ଅଭିନୟ କରିବେ । ନାଟକଟିକୁ ରଚନା କରିଛନ୍ତି ଓଡ଼ିଶାର ପ୍ରତିଷ୍ଠିତ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ନାଟ୍ୟକାର ଭାସ୍କର ଚନ୍ଦ୍ର ମହାପାତ୍ର ଓ ନିର୍ଦ୍ଦେଶନା ଦାୟିତ୍ୱରେ […]
Read More Text.