ଦୁବାଇରୁ ସୁରକ୍ଷିତ ଫେରିଲେ ବ୍ୟାଡମିଣ୍ଟନ ତାରକା ପିଭି ସିନ୍ଧୁ
ବେଙ୍ଗାଲୁରୁ : ସୁରକ୍ଷିତ ଭାବେ ସ୍ବଦେଶ ଫେରିଛନ୍ତି ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ । ମଧ୍ୟ ପ୍ରାଚ୍ୟରେ ଲାଗି ରହିଥିବା ଭୟାବହ ଯୁଦ୍ଧ ଏବଂ ଦୁବାଇରେ ଫସି ରହିବା ପରେ ବେଙ୍ଗାଲୁରୁ ସ୍ଥିତ ନିଜ ବାସଭବନକୁ ଫେରିଛନ୍ତି । ତେବେ ଏହି ସଂକଟ ଯୋଗୁଁ ଚଳିତ ଅଲ୍ ଇଂଲଣ୍ଡ ଚାମ୍ପିଅନସିପ୍ (All England Championships) ରୁ ବାଦ୍ ପଡ଼ିଛନ୍ତି ସିନ୍ଧୁ। ଦୁବାଇରୁ ସ୍ବଦେଶକୁ ଫେରିଛନ୍ତି । ସୂଚନା ଅନୁଯାୟୀ, ଅଲ୍ ଇଂଲଣ୍ଡ ଚାମ୍ପିଅନସିପ୍ରେ ଭାଗ ନେବା ପାଇଁ ସିନ୍ଧୁ […]
Read More Text.