କଫ୍ ସିରପ୍ ପିଇ ୧୨ପିଲାଙ୍କ ମୃତ୍ୟୁ
ମଧ୍ୟପ୍ରଦେଶ: ଥଣ୍ଡା କାଶ ପାଇଁ ଖାଉଥିବା ଔଷଧ ଜୀବନ ପ୍ରତି ବିପଦପୂର୍ଣ୍ଣ ହୋଇପାରେ । ଏପରି ଜଣାପଡିଛି ମଧ୍ୟପ୍ରଦେଶର ଛିନ୍ଦୱାଡା ଜିଲାରେ । କଫ ସିରପ୍ ଖାଇବା ପରେ ଆଉ ତିନି ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି । ଗତ ୨୦ଦିନରେ ମୃତ୍ୟୁ ସଂଖ୍ୟା ୧୧ରେ ପହଞ୍ଚିଲାଣି । ଯାହାକି ଏକ ଚିନ୍ତାର ବିଷୟ ହୋଇଛି । ଉଲ୍ଲେଖନୀୟ ଯେ କାଶ ଔଷଧ ଖାଇବା ପରେ କିଡନୀ ଫେଲ ହେବା ସହିତ ମୃତ୍ୟୁର କାରଣ ହୋଇଛି । […]
Read More Text.