Img 20250926 wa0187

ବିଶ୍ୱ ପର୍ଯ୍ୟଟନ ଦିବସ-୨୦୨୫ ଉପଲକ୍ଷେ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

ବାରିପଦା: ଚଳିତ ସେପ୍ଟେମ୍ବର ୨୭ ତାରିଖରେ ପାଳିତ ହେବାକୁଥିବା ବିଶ୍ୱ ପର୍ଯ୍ୟଟନ ଦିବସ-୨୦୨୫ ଅବ୍ୟବହିତ ପୂର୍ବରୁ ଏହି ପରିପ୍ରେକ୍ଷୀରେ   ବାରିପଦା ଠାରେ  ଜିଲ୍ଲା ପର୍ଯ୍ୟଟନ ବିକାଶ ଅଧିକାରିଣୀ ଶ୍ରୀମତୀ ସତ୍ୟଭାମା ବେହେରାଙ୍କ ତତ୍ତ୍ୱlବଧାନରେ ଏକ କୁଇଜ ପ୍ରତିଯୋଗିତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି | ଉକ୍ତ କାର୍ଯ୍ୟକ୍ରମର ପ୍ରଥମ ଅଧିବେଶନରେ ସ୍ୱସ୍ତି ଇନ୍ଷ୍ଟିଚ୍ୟୁଟ ଅଫ ମ୍ୟାନେଜେମେଣ୍ଟ ଏଣ୍ଡ ସୋସିଆଲ ଷ୍ଟାଡି଼ଜର ଅଧ୍ୟକ୍ଷ ପ୍ରଫେସର ରାଜ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଓ  ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ […]

Read More Text.

ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ପକ୍ଷରୁ ଚଳିତ ବର୍ଷ ଆଗାମୀ ଅକ୍ଟୋବର ମାସ ପାଇଁ  ଯୁଗ୍ମ ଜନ ଶୁଣାଣୀ ଶିବିର ସମ୍ପର୍କୀତ କାର୍ଯ୍ୟସୂଚୀ

ବାରିପଦା : ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ଵlଵଧାନରେ ଚଳିତ ବର୍ଷ ଆଗାମୀ ଅକ୍ଟୋବର ମାସରେ  ଅନୁଷ୍ଠିତ ହେବାକୁ ଥିବା ଯୁଗ୍ମ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ଅକ୍ଟୋବର ମାସର ପ୍ରଥମ ସୋମବାର  ତା ୦୬-୧୦-୨୦୨୫ ରିଖ   ସଦର ଉପଖଣ୍ଡ ବାରିପଦା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ପୂର୍ବାହ୍ନ ୧୦ଘଟିକା ଠାରୁ  ଶୁଣାଣି ହେବ,ସେହିପରି ଅକ୍ଟୋବର ମାସର ଦ୍ୱିତୀୟ ସୋମବାର ତା. ୧୩-୧୦-୨୦୨୫ରିଖ  […]

Read More Text.
Mig 21

ଆକାଶରେ ଆଉ ଗର୍ଜିବନି ମିଗ୍ ୨୧, ଭାରତୀୟ ସେନାରୁ ନେବ ଅବସର

ଯେଉଁ ଯୋଦ୍ଧା ଆକାଶରେ ଗର୍ଜନ କରୁଥିଲେ, ଯାହାର ଦୃଶ୍ୟ ଦେଖି ଶତ୍ରୁମାନେ ଥରି ଉଠିଥିଲେ, ସେ ଏବେ ଭାରତୀୟ ବାୟୁସେନାକୁ ବିଦାୟ ଦେଉଛନ୍ତି । ହଁ ଆଜ୍ଞା ଆକାଶରେ ଆଉ ଗର୍ଜିବନି ମିଗ୍ ୨୧ । ଆଜି ଭାରତୀୟ ସେନାରୁ ଅବସର ନେବ ମିଗ୍-୨୧ । ୬ ଦଶକ ପରେ ଚଣ୍ଡିଗଡ ଏୟାରବେସରେ ଅବସର ନେବ ଭାରତୀୟ ସେନାର ଏହି ଘାତକ ଯୁଦ୍ଧବିମାନ । ଭବ୍ୟ ବିଦାୟ ଦେବାକୁ ଏଥିପାଇଁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି । ଚଣ୍ଡିଗଡ଼ରେ […]

Read More Text.
Tariff

ଭାରତୀୟ ଔଷଧ ରପ୍ତାନିକୁ ବଡ଼ ଝଟକା, ପହିଲାରୁ ଲାଗୁ ହେବ ଟ୍ରମ୍ପଙ୍କ ୧୦୦% ଶୁଳ୍କ

ଟ୍ରମ୍ପଙ୍କ ୧୦୦% ଔଷଧ ଶୁଳ୍କ ଘୋଷଣା । ଭାରତୀୟ ଔଷଧ ରପ୍ତାନିକୁ ବଡ଼ ଝଟକା । ଆମେରିକାକୁ ରପ୍ତାନି ହେଉଥିବା ଯେ କୌଣସି ବ୍ରାଣ୍ଡେଡ କିମ୍ବା ପେଟେଣ୍ଟ ଔଷଧ ଉତ୍ପାଦ ଉପରେ ୧୦୦% ଶୁଳ୍କ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏହା ଆସନ୍ତା ଅକ୍ଟୋବର ୧ ତାରିଖରୁ ଲାଗୁ ହେବ । ତେବେ ଆମେରିକାରେ ଉତ୍ପାଦନ କାରଖାନା ନିର୍ମାଣ ଆରମ୍ଭ କରିଥିବା କମ୍ପାନୀମାନଙ୍କୁ ଏହି ଶୁଳ୍କରୁ ଛାଡ଼ କରାଯାଇଛି । ଆମେରିକାକୁ ରପ୍ତାନି ହେଉଥିବା […]

Read More Text.
Khwaja asif 1068x601

ଜାତିସଂଘରେ ଇଂଲିଶରେ ଭାଷଣ ଦେଇ ଅପଦସ୍ତ ହେଲେ ପାକ୍ ପ୍ରତିରକ୍ଷା ମନ୍ତ୍ରୀ

ଭାରତକୁ ଅନେକ ସମୟରେ ଧମକ ଦେଇଆସୁଥିବା ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଜାତିସଂଘରେ ଶୁକ୍ରବାର ଅପଦସ୍ତ ହୋଇଛନ୍ତି। ଇଂଲିଶରେ ଭାଷଣ ଦେବା ସମୟରେ ତାଙ୍କୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିଛି। କାରଣ ଭାଷଣ ଦେବା ବେଳେ ସେ ଅନେକ ସରଳ ଇଂଲିଶ ଶବ୍ଦ ଉଚ୍ଚାରଣ କରିବାରେ ବାରମ୍ବାର ବିଫଳ ହୋଇଛନ୍ତି। ଶୁକ୍ରବାର ଜାତିସଂଘ ସୁରକ୍ଷା ପରିଷଦ(ୟୁଏନଏସସି)ର ଏଆଇ ଇନୋଭେସନ ଡାଏଲଗ ଅନୁଷ୍ଠିତ ହୋଇଥିଲା। ଏଥିରେ ପାକ୍ ପ୍ରତିରକ୍ଷା ମନ୍ତ୍ରୀ ଭାଷଣ ଦେଇଥିଲେ। ତେବେ ଭାଷଣ […]

Read More Text.
Violence 1068x601

ନମାଜ ପାଠ ପରେ ବରେଲୀରେ ହିଂସା, ଲାଠିମାଡ଼ କଲା ପୁଲିସ

ଉତ୍ତରପ୍ରଦେଶର ବରେଲିରେ ଶୁକ୍ରବାର ନମାଜ ପାଠ ପରେ ହିଂସା ସୃଷ୍ଟି ହୋଇଛି। ଆନ୍ଦୋଳନକାରୀ ମୁସଲମାନମାନେ ବିକ୍ଷୋଭ ପ୍ରଦର୍ଶନ ସମୟରେ ପୁଲିସ ଉପରକୁ ପଥର ମାଡ଼ କରିବାରୁ ପୁଲିସ ପକ୍ଷରୁ ଲାଠିମାଡ଼ କରାଯାଇଛି। ସନ୍ଧ୍ୟା ସୁଦ୍ଧା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ‘ଆଇ ଲଭ ମହମ୍ମଦ’ ପୋଷ୍ଟରକୁ ନେଇ ବିବାଦ ଆରମ୍ଭ ହୋଇଛି। ବିଭିନ୍ନ ସ୍ଥାନରେ, ଗାଡ଼ି ମୋଟରରେ ଏହି ପୋଷ୍ଟର ମରାଯିବା ପରେ ମୁସଲମାନଙ୍କର ଗୋଟିଏ ଗୋଷ୍ଠୀ ଏହାକୁ ବିରୋଧ କରିଛି। ପୋଷ୍ଟର […]

Read More Text.
Mark rutte 1068x601

ନାଟୋ ମୁଖ୍ୟଙ୍କ ଦାୟିତ୍ଵହୀନ ମନ୍ତବ୍ୟକୁ ନିନ୍ଦା କଲା ଭାରତ

ନାଟୋ ମୁଖ୍ୟ ମାର୍କ ରୁଟ୍‌ଙ୍କ ଦାୟିତ୍ଵହୀନ ମନ୍ତବ୍ୟର ଦୃଢ଼ ନିନ୍ଦା କରିଛି ଭାରତ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଶୁଳ୍କ ଲାଗୁ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଫୋନ କରିଥିବା ରୁଟ୍‌ କହିଥିଲେ। ରୁଟଙ୍କ ଏହି ମନ୍ତବ୍ୟ ସମ୍ପୂର୍ଣ୍ଣ ଭାବେ ଭିତ୍ତିହୀନ ଏବଂ ତ୍ରୁଟିପୂର୍ଣ୍ଣ ବୋଲି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ କଡ଼ା ଶବ୍ଦରେ କୁହାଯାଇଛି। ବିଦେଶ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସଓ୍ବାଲ ସ୍ପଷ୍ଟ ଭାବେ କହିଛନ୍ତି ଯେ, ଟ୍ରମ୍ପଙ୍କ […]

Read More Text.
Raipur

କାରଖାନା ଛାତ ଭୁଶୁଡି ୬ ଶ୍ରମିକ ମୃତ

ଛତିଶଗଡ଼ : ରାୟପୁରର ଏକ ଫ୍ୟାକ୍ଟ୍ରିରେ ଦୁର୍ଘଟଣା । ଫ୍ୟାକ୍ଟ୍ରି ନିର୍ମାଣ ବିଭାଗର ଛାତ ଭୁଶୁଡି ୬ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି । ଏଥିସହ ଅନ୍ୟ ୬ ଜଣ ମଧ୍ୟ ଗମ୍ଭୀର ଆହତ ହୋଇଛନ୍ତି । ସୂଚନାନୁଯାୟୀ, ନିର୍ମାଣ ବିଭାଗର ଛାତ ଭୁଶୁଡିବା ଫଳରେ ଶ୍ରମିକମାନେ ପୋତି ହୋଇଥିଲେ ବୋଲି ପୋଲିସ ସୂତ୍ରରୁ ଜଣାପଡିଛି । ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ତୁରନ୍ତ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ଏଥି […]

Read More Text.
Wangchuk

ଲଦାଖ ହିଂସା: ସୋନମ ୱାଙ୍ଗଚୁକ ଗିରଫ, ମୋବାଇଲ ଇଣ୍ଟରନେଟ ସେବା ବନ୍ଦ

ଲଦାଖ : ଲେହ ହିଂସା ମାମଲାରେ ସୋନମ ୱାଙ୍ଗଚୁକ ଗିରଫ । ଜାତୀୟ ସୁରକ୍ଷା ଆଇନ ବଳରେ ତାଙ୍କୁ ଗିରଫ କରାଯାଇଛି । ତାଙ୍କ ବିରୋଧରେ କେନ୍ଦ୍ର ଶାସିତ ଅଞ୍ଚଳର ଲଦାଖକୁ  ପୂର୍ଣ୍ଣ ରାଜ୍ୟମାନ୍ୟତା ଦାବିରେ ଆନ୍ଦୋଳନରତ ବିକ୍ଷୋଭକାରୀଙ୍କୁ ଉସୁକାଇବା ଅଭିଯୋଗ ରହିଛି । ଡିଜିପି ଏସଡି ସିଂ ଜାମୱାଲଙ୍କ ନେତୃତ୍ବରେ ଲଦାଖ ପୋଲିସର ଏକ ଟିମ ତାଙ୍କୁ ଗିରଫ କରିଛି । ୱାଙ୍ଗଚୁକଙ୍କ ଗିରଫ ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଲେହ ଲଦାଖରେ  ମୋବାଇଲ ଇଣ୍ଟରନେଟ ସେବା […]

Read More Text.
Accident

ଦୁର୍ଘଟଣାରେ ଗୋଟିଏ ପରିବାରର ୧୧ ସଦସ୍ୟ ମୃତ, ୩ ଆହତ

ପେଶୱାର : ପାକିସ୍ତାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୩ଜଣ ଆହତ ହୋଇଛନ୍ତି । ଏପରି ଦୁର୍ଘଟଣା ପାକିସ୍ତାନର ଖାଇବର ପଖତୁନଖ୍ୱାରେ ଦେଖିବାକୁ ମିଳିଛି । ଗାଡ଼ିଟି ଝୋବ ଜିଲ୍ଲାରୁ ଡେରା ଇସମାଇଲ ଖାନ ଅଭିମୁଖେ ଯାଉଥିବା ସମୟରେ ଏପରି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସୂଚନାନୁଯାୟୀ,  ଗାଡ଼ିଟି ଝୋବ ଜିଲ୍ଲାରୁ ଡେରା ଇସମାଇଲ ଖାନ ଅଭିମୁଖେ ଯାଉଥିଲା । ଫଳରେ ଗାଡ଼ିର ବ୍ରେକ୍ […]

Read More Text.