ନକଲି ଡିଏସପିକୁ ମାଡି ବସିଲା ଅସଲି ପୋଲିସ, ନିଜକୁ ଝାଡ଼ଖଣ୍ଡ ଓ ଆସାମ ପୋଲିସ କହି ହୋଟେଲରେ ରହୁଥିଲା
ଭଦ୍ରକ : ହୋଟେଲ ରୁମରେ ଏକଦମ୍ ଷ୍ଟାଇଲ ମାରି ଶୋଇଥିଲେ ନକଲି ଡିଏସପି ବାବୁ । ଅଚାନକ ହୋଟେଲ ରୁମ୍ କବାଟ ଠକ୍ ଠକ୍ କଲେ ଦଳେ ପୋଲିସ୍ । ଯାହାଙ୍କୁ ଦେଖି ନିଦ ଭାଙ୍ଗିଗଲା ନକଲି ପୋଲିସ ବାବୁଙ୍କର । ହଠାତ୍ କିଛି ଆଉ କରିପାରିଲେନି କି ନିଜକୁ ବଞ୍ଚାଇପାରିଲେନି କାହିଁକିନା ହଠାତ୍ ଚଢ଼ାଉ କରିଥିଲା ପୋଲିସ । ସିଧା ଯାଇ ଶୋଇଥିବା ଅବସ୍ଥାରେ ହିଁ ଥାନାରେ ହାଜର କରିଦେଲେ ପୋଲିସ । ନିଜକୁ ଝାଡ଼ଖଣ୍ଡ ଏବଂ […]
Read More Text.