ଆମ ସାଥି’ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍ ଲୋକାର୍ପିତ, ଏଣିକି ହାତ ପାହାନ୍ତରେ ମିଳିବ ସରକାରୀ ସୁବିଧା
ଭୁବନେଶ୍ୱର : ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା ଓ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ ଆଦି ବହୁ ସୁବିଧା ହ୍ୱାଟସଆପ ଜରିଆରେ ମିଳିପାରିବ । ଲୋକଙ୍କ ହାତ ପାହାନ୍ତାରେ ସେବା ପହଞ୍ଚାଇବାକୁ ଆରମ୍ଭ ହେଲା ଆମ ସାଥୀ ୟୁନିଫାଏଡ ହ୍ୱାଟସଆପ ବଟ । ଏଥିପାଇଁ ୯୪୩୭୨୯୨୦୦୦ ହ୍ୱାଟସଆପ ନମ୍ବରରେ ଆବେଦନ କରି ପାରିବେ । ଆବେଦନ ପରେ ସାର୍ଟିଫିକେଟ ଏହି ନମ୍ୱର୍ ଜରିଆରେ […]
Read More Text.