ଭେନେଜୁଏଲାରେ ଭୂକମ୍ପ, ତୀବ୍ରତା ୬.୧
ଭେନେଜୁଏଲା: ଭାରତ ସମେତ ବିଶ୍ୱର ବିଭିନ୍ନ ସ୍ଥାନରେ ଭୂମିକମ୍ପ ଘଟଣା ଯଥେଷ୍ଟ ବୃଦ୍ଧି ପାଇଛି । ଆଫଗାନିସ୍ତାନ, ମିଆଁମାର ଏବଂ ତୁର୍କୀ ଭଳି ଦେଶରେ ହଜାର ହଜାର ଲୋକଙ୍କ ମୃତ୍ୟୁ ହୋଇଛି । ଏବେ, ଗୁରୁବାର ସକାଳୁ-ସକାଳୁ ଦକ୍ଷିଣ ଆମେରିକୀୟ ଦେଶ ଭେନେଜୁଏଲାରେ ଏକ ଶକ୍ତିଶାଳୀ ୬.୧ ତୀବ୍ରତାର ଭୂମିକମ୍ପ ହୋଇଛି । ଏହି ଭୂମିକମ୍ପ ଲୋକମାନଙ୍କୁ ଭୟଭିତ କରିଛି । ଏଥିସହ ଉତ୍ତର-ପଶ୍ଚିମ ଭେନେଜୁଏଲାରେ ୬.୧ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିବା ଆମେରିକାର ଭୂତତ୍ତ୍ୱ ସର୍ଭେ (USGS) […]
Read More Text.