Aparajita

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚାରେ ମା’ ଝିଅ

ଭୁବନେଶ୍ବର : ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ, ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚାରେ ମା’ ଝିଅ ।  ଭୁବନେଶ୍ବର ସାଂସଦ ଅପରାଜିତ ଷଡ଼ଙ୍ଗୀ ଓ ତାଙ୍କ ଝିଅ ଅର୍ଚ୍ଚତା ଷଡ଼ଙ୍ଗୀ। ଉଭୟଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ସରଗରମ ଆଲୋଚନା। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ତାଙ୍କ ସମର୍ଥନରେ Xରେ ପୋଷ୍ଟ କରିଥିଲେ ମା ଅପରାଜିତା। କିଛି ସମୟ ପରେ ଛାତ୍ରଙ୍କ ସମର୍ଥନରେ ପୋଷ୍ଟ କରିଥିଲେ ଅର୍ଚ୍ଚିତା। ଉଭୟଙ୍କ ଭିନ୍ନ ସ୍ବରକୁ ନେଇ ଭିନ୍ନ ଭିନ୍ନ ମତ ବି ସାମ୍ନାକୁ ଆସୁଛି। […]

Read More Text.
IMG 20260720 WA0049 750x430

କ୍ରାଇମବ୍ରାଞ୍ଚର ହସ୍ତଗତ ହେଲା ମୃତ ସୌମ୍ୟଙ୍କ ଶେଷ ମେସେଜ୍, ତନାଘନା ଆରମ୍ଭ

ଭୁବନେଶ୍ବର: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ମାମଲା । ଆଜି ସୌମ୍ୟଙ୍କ ବାପା ଦୁଶାସନ ସ୍ୱାଇଁଙ୍କୁ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ ଟିମ୍ । ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତ ପଚରା ଉଚରା ପରେ ସୌମ୍ୟଙ୍କ ଗୁରୁତ୍ୱପୂର୍ଣ୍ଣ ଫୋନକୁ କ୍ରାଇମବ୍ରାଞ୍ଚରେ ଦାଖଲ କଲେ ସୌମ୍ୟଙ୍କ ବାପା । ତେବେ ଏହି ଫୋନରେ ଏଡିଜି ଦୟାଲ ଗଙ୍ଗୱାରଙ୍କ ସହ ସୌମ୍ୟଙ୍କ ମେସେଜ ଥିବା ଜାଣିବାକୁ ପାଇଛି କ୍ରାଇମବ୍ରାଞ୍ଚ । ମୋବାଇଲରେ ସୌମ୍ୟ ଏବଂ ନିଲମ୍ବିତ ଏଡିଜି ଦୟାଲ ଗଙ୍ଗୱାରଙ୍କୁ […]

Read More Text.
School1

ମୟୁରଭଞ୍ଜ ଜିଲ୍ଲାରେ ସୋମବାର ସମସ୍ତ ସ୍କୁଲ ବନ୍ଦ, ଅତି ପ୍ରବଳ ବର୍ଷା ସତର୍କତା ଜାରି

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବାରୁ ସୋମବାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । IMDର ଜଗତ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତା ଜାରି କରିଛି । ଏହାକୁ ଦୃଷ୍ଟିରେ ରଖି ମୟୁରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ ନିଷ୍ପତ୍ତି ନେଇଛି ।  ୨୭ ଜୁଲାଇ ୨୦୨୬ ସୋମବାର ଦିନ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି […]

Read More Text.
Wine

ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ, ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ

ଯାଜପୁର : ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ । ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ । ଯିଏ ଯେମିତି ପାରିଲା ବୋହିନେଲା । ମଦ ଦୋକାନ ଉଦଘାଟନ ପୂର୍ବରୁ ଦୋକାନ ତାଲା ଭାଙ୍ଗି ନେଇଗଲେ ପେଟି ପେଟି ମଦ। ଏଭଳି ରୋଚକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନିକଟ କଣ୍ଟିଗଡ଼ିଆ ମୌଜା ଗାନ୍ଧୀ ଛକରେ। ସୂଚନା ଅନୁଯାୟୀ, ଏଠାରେ ସରକାରୀ ସ୍ୱୀକୃତି ପ୍ରାପ୍ତ ବିଦେଶୀ ମଦ ଦୋକାନ ଖୋଲାଯିବାର ଥିଲା […]

Read More Text.
Lightning

ଧାନ ରୋଇବା ବେଳେ ଅଘଟଣ, ବଜ୍ରପାତରେ ବାପ-ପୁଅ ମୃତ

କାମାକ୍ଷାନଗର : ବଜ୍ରପାତରେ ବାପା, ପୁଅ ମୃତ  ।  ଧାନ ରୋଇବା ବେଳେ ଅଘଟଣ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଲିପଡା ଗ୍ରାମର ଦୁଃଖଦ ଘଟଣା l ବିଲରେ ଧାନ ରୋଇବାକୁ ଯାଇଥିବା ବେଳେ ବଜ୍ରପାତରେ ବାପା ପୁଅ ମୃତ l ମୃତକ ଦୁଇଜଣ ହେଲେ ବାଲିପଡା ଗାଁ ସନ୍ତୋଷ ଦେହୁରୀ ଓ ପୁଅ ସତ୍ୟନାରାୟଣ ଦେହୁରୀ l ଆଜି ଦ୍ବିପହର ସମୟରେ ସନ୍ତୋଷ ଗାଁ ନିକଟରେ ଥିବା ଗୋରଡିଆ ଜମିକୁ ଧାନ ରୋଇବାକୁ ପୁଅ ସତ୍ୟନାରାୟଣକୁ […]

Read More Text.
IMG 20260726 WA0032 750x430

‘କ୍ୟାଚ୍ ଦି ରେନ୍’ ଅଭିଯାନରେ ଚମକିଲା ଭୁବନେଶ୍ୱର: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପାଇଁ ଆସିଛି ଏକ ଗର୍ବର ବିଷୟ। ଜଳ ସଂରକ୍ଷଣ ଦିଗରେ ସହରର ନିରନ୍ତର ପ୍ରୟାସ ଏବଂ ସଫଳତାକୁ ଏବେ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ପ୍ରସାରିତ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ୧୩୬ତମ ସଂସ୍କରଣରେ ଦେଶବାସୀଙ୍କୁ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀ ‘କ୍ୟାଚ୍ ଦି ରେନ୍’ ଅଭିଯାନରେ ଭୁବନେଶ୍ୱରର ଉଲ୍ଲେଖନୀୟ ଯୋଗଦାନ ସମ୍ପର୍କରେ ଆଲୋଚନା କରିଛନ୍ତି। ଗତ ଜୁଲାଇ ୪ ତାରିଖରୁ ସାରା ଦେଶରେ […]

Read More Text.
Screenshot 2026 07 23 183753 1

ଚୋରାଚାଲାଣ ବେଳେ ହାଇୱାରୁ ୮ କୁଇଣ୍ଟାଲ ୫୦ କିଲୋ ଗଞ୍ଜେଇ ଜବତ

ଫୁଲବାଣୀ: ଫୁଲବାଣୀ ସଦର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ । ଗଞ୍ଜେଇ ଚାଲାଣକାରୀଙ୍କ ଯୋଜନାକୁ ପଣ୍ଡ କଲା ପୋଲିସ । ଏକ ହାଇୱାରେ ବିପୁଳ ପରିମାଣର ଗଞ୍ଜେଇ ଚାଲାଣ ବେଳେ ୮ କୁଇଣ୍ଟାଲ ୫୦ କିଲୋ ଗଞ୍ଜେଇ ଜବତ ହୋଇଛି । ଏହା ସହ ଗଞ୍ଜେଇ ଚାଲାଣରେ ବ୍ୟବହୃତ ହାଇୱାକୁ ମଧ୍ୟ ଜବତ କରିଛି ପୋଲିସ । ପୂର୍ବରୁ ମିଳିଥିବା ଗୁପ୍ତ ସୂଚନା ଆଧାରରେ ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଡୁକୁମ୍ପା ଦ୍ୱାରପାଳ ମନ୍ଦିର ନିକଟରେ ପୋଲିସ ଜଗି […]

Read More Text.
River

କପାଳୀ ନଦୀରେ ବଢ଼ୁଛି ଜଳସ୍ତର, ବୁଡ଼ିଲା ଗ୍ରାମ୍ୟ ରାସ୍ତା

ଭଦ୍ରକ: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାରେ ବର୍ଷାର ପ୍ରଭାବ ଦେଖାଦେଇଛି । ଫୁଲୁଛି କପାଳୀ, ବୁଡିଲା ଗ୍ରାମ୍ୟ ରାସ୍ତା । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଫୁଲୁଛି କପାଳୀ ନଦୀ । ପ୍ରଭାବରେ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ୭ଟି ପଂଚାୟତ କ୍ଷତିଗ୍ରସ୍ତ ହେବା ଆଶଙ୍କା । ବିଶେଷ କରି ରାମଚନ୍ଦ୍ରପୁର ପଞ୍ଚାୟତର ଗ୍ରାମ୍ୟ ରାସ୍ତା ବୁଡିଯାଇଛି । ପାନପଦୀ ରାମଚନ୍ଦ୍ରପୁର ମୁଖ୍ୟ ରାସ୍ତାରେ ପାଣି ପ୍ରବାହିତ ହେଉଛି । ଫଳରେ ଯାତାୟାତ […]

Read More Text.
IMG 20260726 WA0029 750x430

ଆଣ୍ଠୁଏ ପାଣିରେ ଉବୁଟୁବୁ ସିଲଭର ସିଟି, ୨୦ରୁ ଊର୍ଦ୍ଧ୍ୱ ପରିବାର ଜଳବନ୍ଦୀ!

କଟକ: କଟକରେ ଲଗାଣ ବର୍ଷା ଏବେ ବଡ଼ ବିପତ୍ତିର କାରଣ ପାଲଟିଛି। ଲଗାତାର ଢାଳୁଥିବା ବର୍ଷା ଯୋଗୁଁ ସହରର ଡ୍ରେନେଜ୍ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍ ମାରିଛି ଏବଂ ବିଭିନ୍ନ ତଳିଆ ଅଞ୍ଚଳରେ ଭୟଙ୍କର ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଅବସ୍ଥା ଏମିତି ହୋଇଛି ଯେ, ଲୋକଙ୍କ ଘର ଭିତରେ ଆଣ୍ଠୁଏ ଉଚ୍ଚର ବର୍ଷା ପାଣି ଲହଡ଼ି ମାରୁଛି। ମିଳିଥିବା ଖବର ଅନୁଯାୟୀ, ପ୍ରବଳ ଜଳବନ୍ଦୀ ଯୋଗୁଁ କଟକର ଏକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ପ୍ରାୟ ୨୦ଟି ପରିବାର ନିଜ […]

Read More Text.
Notes

ରାଜଧାନୀରେ ଜାଲ ନୋଟ୍ କାରବାର ଅଭିଯୋଗ, ଦୁଇ ଯୁବକ ଅଟକ

ଭୁବନେଶ୍ୱର : ରାଜଧାନୀରେ ଜାଲ ନୋଟ୍ କାରବାର ଅଭିଯୋଗ । ବଡଗଡ ଥାନା ଚିଲ୍ଲି ପୋଖରି ନିକଟରେ କାରବାର ବେଳେ ଧରାପଡିଲେ ଦୁଇ ଯୁବକ ।  ଜାଲ ନୋଟ୍ କାରବାର ବେଳେ ଧରିଲେ ଲୋକେ ।  ସନ୍ଦେହରେ ଦୁଇ ଜଣଙ୍କୁ ଅଟକ ରଖି ପୋଲିସରେ ଜିମା ଦେଲେ ।ଅଟକ ଯୁବକକୁ ରଖି ପୋଲିସ୍ ପଚରାଉଚରା ଜାରି ।  ଦୁଇ ଜଣଙ୍କୁ ଅଟକ ରଖି କମିଶନରେଟ ପୋଲିସର ତନାଘନା ।  ଜବତ ଟଙ୍କାକୁ ଧରି ପୋଲିସର ଛାନଭିନ ଜାରି ।

Read More Text.