Img 20250918 wa0155

ମହିଳାଙ୍କ ଵିରୋଧରେ ଅତ୍ୟାଚାର ଵରଦାସ୍ତ କରାଯିବ ନାହିଁ- ବିଜୁ ମହିଳା ଦଳ

ବାରିପଦା  :  ରାଜ୍ୟରେ ଦିନକୁ ଦିନ ମହିଳାଙ୍କ ପ୍ରତି ଅତ୍ୟାଚାର,ବ୍ୟଭିଚାର, ଦୁଷ୍କର୍ମ, ହତ୍ୟା, ବଳାତ୍କାର, ଵ୍ଳାକ୍ ମେଲିଂ ,ମହିଳାଙ୍କ ନିଖୋଜ ହେବା ବଢ଼ି ଚାଲିଛି ।ଯାହାକୁ ନେଇ ସମସ୍ତେ  ଚିନ୍ତିତ । ଆଇନ ଯେତେ କଠୋର ହେଲେ ମଧ୍ୟ ଅସାମାଜିକ ଲୋକଙ୍କ ଡର ନାହିଁ ‌। ଏହାକୁ ନେଇ ମୟୂରଭଂଜ – ୨ ମହିଳା ନେତ୍ରୀ  ତନୁଜା ମହାନ୍ତଙ୍କ ନେତୃତ୍ବରେ  ବିଜୁ ମହିଳା  କର୍ମୀମାନେ ଏକ ଶୋଭାଯାତ୍ରାରେ  ପୋଲିସ କାର୍ଯ୍ୟାଳୟକୁ ଯାଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଙ୍କ […]

Read More Text.
Img 20250918 wa0146 (1)

କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ ସଚିବଙ୍କ ୨ ଦିନିଆ ମୟୂରଭଞ୍ଜ ଜିଲ୍ଲା ଗସ୍ତ

ବାରିପଦା :  କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ ସଚିବ ଶ୍ରୀ ନିହାର ରଞ୍ଜନ ଦାଶ ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସି  ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଳାରେ ରାଜସ୍ବ ବିଭାଗ ଅଧୀନରେ ଚାଲିଥିବା ରାଜସ୍ବ ସମ୍ଭନ୍ଧିତ  କାର୍ଯ୍ୟର  ସମୀକ୍ଷା କରିଥିଲେ । ଉକ୍ତ ସମୀକ୍ଷା ବୈଠକରେ  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ ମଲ୍ଲିକ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକ, ବାରିପଦା ଉପଜିଲ୍ଲାପାଳ ଡ଼ ଦୟାସିନ୍ଧୁ ପରିଡା, କପ୍ତିପଦା ଉପଜିଲ୍ଲାପାଳ ସୁଶାନ୍ତ କୁମାର ବାରିକ, କରଞ୍ଜିଆ […]

Read More Text.
00

କେନ୍ଦ୍ର ଆଦିବାସୀ ବ୍ୟାପର ମନ୍ତ୍ରାଳୟର ନିର୍ଦ୍ଦେଶକ ଡ଼କ୍ଟର ବର୍ଣ୍ଣାଳୀ ଡେକାଙ୍କ ମୟୂରଭଞ୍ଜ ଗସ୍ତ

ଆଦି କର୍ମଯୋଗୀ ଅଭିଯାନ ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ବାରିପଦା :  ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରାଳୟର ନିର୍ଦ୍ଦେଶକ ଡ଼କ୍ଟର ବର୍ଣ୍ଣାଳୀ ଡେକା ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସି  ଆଦିକର୍ମଯୋଗୀ ଅଭିଯାନକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଜିଲ୍ଲାର ବିଭିନ୍ନ ବ୍ଲକର ଆଦିବାସୀ ବହୁଳ ଗ୍ରାମ ପରିଦର୍ଶନ କରିଛନ୍ତି।  ଆଦି କର୍ମଯୋଗୀ ଯୋଜନା ଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଆକାଂକ୍ଷିତ କାର୍ଯ୍ୟକ୍ରମ ଯେଉଁଥିରେ ଦେଶର ୧୧ କୋଟି ଆଦିବାସୀ ବର୍ଗଙ୍କୁ ସଂଶ୍ଲିଷ୍ଟ କରାଯିବ ଏବଂ ୧ […]

Read More Text.
Werewt

କେରଳରେ ହାଇଆଲର୍ଟ, ୧୯ ଜୀବନ ନେଲାଣି ମାରାତ୍ମକ ଆମିବା ରୋଗ

କେରଳ : କେରଳରେ ହାଇଆଲର୍ଟ । ୧୯ ଜୀବନ ନେଲାଣି ଆମିବା । କେରଳରେ ପ୍ରାଇମାରୀ ଆମିବିକ୍ ମେନିଞ୍ଜୋଏନ୍ସେଫାଲାଇଟିସ୍ ବା PAM ସଂକ୍ରମଣ ବୃଦ୍ଧି ହୋଇଛି । ଆମିବାକୁ ନେଇ ରାଜ୍ୟରେ ହାଇଆଲର୍ଟ ଜାରି କରାଯିବା ସହ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ସତର୍କ କରାଯାଇଛି । କେରଳର ବିଭିନ୍ନ ଜିଲ୍ଲାରେ କେସ୍ ରେକର୍ଡ କରାଯାଇଛି । ଯେଉଁଥିରେ ୩ମାସର ଶିଶୁ ସହ ୯୧ ବର୍ଷୀୟ ବୟସ୍କ ସାମିଲ ରହିଛନ୍ତି । ଏହି ସଂକ୍ରମଣ ନିଗ୍ରୋହଲିୟା ଫାଓଲରୀ ଆମିବା ଦ୍ୱାରା ହୁଏ, […]

Read More Text.
Sabaramala

କେରଳର ସାବରୀମାଳା ମନ୍ଦିରରୁ ୪ କିଲୋ ସୁନା ଚୋରି

ଥିରୁବନନ୍ତପୁରମ : କେରଳରେ ଥିବା ପ୍ରସିଦ୍ଧ ମନ୍ଦିର ହେଉଛି ସାବରୀମାଳା ମନ୍ଦିର ।  ମନ୍ଦିରରୁ କୋଟି କୋଟି ଟଙ୍କାର ସୁନା ରହସ୍ୟମୟ ଭାବେ ନିଖୋଜ ହୋଇଯାଇଛି । ସୁନା ହଜିଥିବା ହେତୁ ଚିନ୍ତାର ବିଷୟ ପାଲଟିଛି ।  ଏ ଖବର ଶୁଣିଲା ପରେ ଭକ୍ତଙ୍କ ହୃଦୟରେ ଆଘାତ ସୃଷ୍ଟି ହୋଇଛି । ସୂଚନା ଅନୁସାରେ ଦ୍ୱାରପାଳକ (ରକ୍ଷକ ଦେବତା)ଙ୍କ ମୂର୍ତ୍ତିରୁ ସୁନା ଲଗାଯାଇଥିବା ତମ୍ବା ପ୍ଲେଟଗୁଡ଼ିକୁ ୨୦୧୯ ମସିହାରେ ପୁନଃ ପ୍ଲେଟ କରିବା ପାଇଁ ବାହାର କରାଯାଇଥିଲା । […]

Read More Text.
Trump 3

ନଭେମ୍ବର ପରେ ଭାରତ ଉପରୁ ହଟିପାରେ ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ: ସିଇଏ

ଭାରତ ଉପରେ ଆମେରିକା ଲଗାଇଥିବା ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଆସନ୍ତା ନଭେମ୍ବର ପରେ ହଟିପାରେ। ଗୁରୁବାର ଏହା କହିଛନ୍ତି ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା(ସିଇଏ) ଭି. ଅନନ୍ଥା ନାଗେଶ୍ଵରନ। ନାଗେଶ୍ଵରର ଆକଳନ କରିଛନ୍ତି ଯେ, ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ସମ୍ପର୍କରେ ଗୁରୁତ୍ଵପୂର୍ଣ୍ଣ ସୁଧାର ଆସିବ ବୋଲି ତାଙ୍କର ଆଶା ରହିଛି। ଗତ ଅଗଷ୍ଟ ୨୭ରୁ ଆମେରିକା ଲାଗୁ କରିଥିବା ୨୭ ପ୍ରତିଶତ ଶୁଳ୍କ ପ୍ରତ୍ୟାହାର ହୋଇପାରେ। କାରଣ ଗତ କିଛି ସପ୍ତାହ ହେବ ଆମେରିକା ରାଷ୍ଟ୍ରପତି […]

Read More Text.
00 5

୩ ବର୍ଷର ଝିଅକୁ ହ୍ରଦକୁ ଫିଙ୍ଗିଲା ମାଆ

ରାଜସ୍ଥାନ: ପିଶାଚୀ ସାଜିଲା ମାଆ। ରାଜସ୍ଥାନର ଆଜମେରରେ ଜଣେ ନିଷ୍ଠୁର ମାଆ ତାର ୩ ବର୍ଷର ଝିଅକୁ ହତ୍ୟା କରିଛି। ସେ ପ୍ରଥମେ ତାର ଝିଅକୁ ନଦୀ କୂଳକୁ ନେଇଯାଇଥିଲା। ଝିଅ ସହ ଅନେକ ସମୟ ବିତାଇଥିଲା। ତା ପରେ ନିଜ ଝିଅକୁ ନଦୀକୁ ଫିଙ୍ଗି ଦେଇଥିଲା। ଏବଂ ପୁଲିସ୍‌ ଆଗରେ କୁମ୍ଭୀର କାନ୍ଦଣା କାନ୍ଦି ନିଜ ଝିଅ କୁଆଡେ ହଜିଯାଇଥିବାର ଅଭିନୟ କରିଥିଲା। ସୂଚନା ମୂତାବକ ଉତ୍ତର ପ୍ରଦେଶର ବାସୀନ୍ଦା ଅଞ୍ଜଳୀ ନିଜ ପ୍ରଥମ ସ୍ଵାମୀଙ୍କଠାରୁ […]

Read More Text.
Election commission

ଭୋଟ ଅନଲାଇନ ଡିଲିଟ ହୋଇପାରବନି, ରାହୁଲଙ୍କ ଅଭିଯୋଗକୁ ନେଇ ନିର୍ବାଚନ କମିଶନଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନଙ୍କ ଉପରେ ରାହୁଲ ଗାନ୍ଧି ଆଣିଥିବା ଅଭିଯୋଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ନିର୍ବାଚନ କମିଶନର ଜ୍ଞାନେଶ କୁମାର । ଗତ ନିର୍ବାଚନରେ କର୍ଣ୍ଣାଟକରେ ଭୋଟ ଡିଲିଟ କରିବା ନେଇ ଆଜି ସାମ୍ବାଦିକ ସମ୍ମିଳନୀ କରି ଗମ୍ଭୀର ଅଭିଯୋଗ ଆଣିଛନ୍ତି ରାହୁଲ । ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ଶେଷ ହେବା ପରେ ତୁରନ୍ତ ନିର୍ବାଚନ କମିଶନ ଏହାର ଜବାବ ରଖିଛନ୍ତି । ଅଭିଯୋଗକୁ ଖଣ୍ଡନ କରିବା ସହ ରାହୁଲଙ୍କ ଅଭିଯୋଗର ପ୍ରତିବାଦ କରି ସେ […]

Read More Text.
Pm modi 4

ସୁଶୀଳା କାର୍କିଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ଅନ୍ତରୀମ ସରକାରର ପ୍ରଧାନମନ୍ତ୍ରୀ ସୁଶୀଳା କାର୍କିଙ୍କ ସହିତ ଫୋନ ଯୋଗେ କଥାବାର୍ତ୍ତା ହୋଇଛନ୍ତି । କଥା ହୋଇ ନେପାଳ ଘଟଣାକୁ ନେଇ ସମବେଦନା ବ୍ୟକ୍ତ କରିଛନ୍ତି । ନେପାଳରେ ଶାନ୍ତି ଏବଂ ସ୍ଥିରତା ବଜାୟ ରଖିବା ପାଇଁ ଭାରତ ଅତୁଟ ସମର୍ଥନ ଦେବ ବୋଲି ମୋଦି କହିଛନ୍ତି । ଏହାସହିତ ନେପାଳର ରାଷ୍ଟ୍ରୀୟ ଦିବସ ଅବସରରେ ସୁଶୀଳା କାର୍କି ଏବଂ ନେପାଳର ବାସିନ୍ଦାଙ୍କୁ ନିଜର ଶୁଭକାମନା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ […]

Read More Text.
Rahul gandhi

ରାହୁଲଙ୍କ ସାଂଘାତିକ ଅଭିଯୋଗ, ଭୋଟ ଚୋରଙ୍କୁ ସୁରକ୍ଷା ଦେଉଛନ୍ତି ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ : ନିର୍ବାଚନ କମିଶନର ଏବଂ ବିଜେପିକୁ ଟାର୍ଗେଟ କରିଛନ୍ତି ବିରୋଧୀଦଳ ନେତା ରାହୁଲ ଗାନ୍ଧି। ପୁଣି ଭୋଟ ଜାଲିଆତି ନେଇ ନୂଆ ପ୍ରମାଣ ଦେବା ସହ ଅଭିଯୋଗ ଆଣିଛନ୍ତି ରାହୁଲ । କଂଗ୍ରେସ ସମର୍ଥକଙ୍କୁ ଭୋଟର ତାଲିକାରୁ ହଟାଇ ଦିଆଯାଉଥିବା କହିଛନ୍ତି । ଦେଶରେ କଂଗ୍ରେସର ଜିତିବା ଆସନକୁ ଟାର୍ଗେଟ କରାଯାଇଥିବା କହିଛନ୍ତି ରାହୁଲ । ସମ୍ବିଧାନର ସୁରକ୍ଷା ପାଇଁ ଅପିଲ କରିଛନ୍ତି । ରାହୁଲ କହିଛନ୍ତି, ନିର୍ବାଚନ କମିଶନ ଯୋଜନାବଦ୍ଧ ଭାବରେ ଲକ୍ଷ ଲକ୍ଷ ଭୋଟରଙ୍କୁ […]

Read More Text.