ସୁନାବେଶ ଦର୍ଶନ ସାରି ଫେରୁଥିବା ବେଳେ ଭୟଙ୍କର ଦୁର୍ଘଟଣା, ୬ ଗୁରୁତର
ହରଭଙ୍ଗା: ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ସାରି ଫେରୁଥିବା ବେଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଲା ତେଲ ଟ୍ୟାଙ୍କର । ରାସ୍ତାରୁ ୧୦ ଫୁଟ ତଳେ ଥିବା ଘାଇରେ ଖସିଲା କାର । ଖୋର୍ଦ୍ଧା–ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥରେ କାର ଓ ପେଟ୍ରୋଲ ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୬ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସମସ୍ତଙ୍କୁ ପ୍ରଥମେ […]
Read More Text.