Disha patani

ଦିଶା ପଟାନୀଙ୍କ ଘରୁ ଗୁଳି ମାଡ଼ କରିଥିବା ଦୁଇ ସନ୍ଦିଗ୍ଧ ଏନକାଉଣ୍ଟରରେ ମୃତ

ବରେଲି : ବଲିଉଡ ଅଭିନେତ୍ରୀ ଦିଶା ପଟାନୀଙ୍କ ବରେଲି ସ୍ଥିତ ଘର ଉପରେ ଗୁଳିକାଣ୍ଡ ଘଟଣାରେ ସମ୍ପୃକ୍ତ ଦୁଇ ସନ୍ଦିଗ୍ଧ ପୋଲିସ ଏନକାଉଣ୍ଟରରେ ପ୍ରାଣ ହରାଇଛନ୍ତି । ୟୁପି ଏସଟିଏଫର ନୋଏଡା ୟୁନିଟ୍, ହରିୟାଣା ଏସଟିଏଫ୍ ଏବଂ ଦିଲ୍ଲୀ ପୋଲିସ କ୍ରାଇମବ୍ରାଞ୍ଚର ମିଳିତ ଟିମ୍ ଗାଜିଆବାଦର ଥାନା ଟେକ୍ନୋ ସିଟି ଅଞ୍ଚଳରେ ଏହି ଏନକାଉଣ୍ଟର କରିଛି । ପୋଲିସର ସୂଚନା ଅନୁଯାୟୀ, ଏନକାଉଣ୍ଟର ସମୟରେ ଉଭୟ ସନ୍ଦିଗ୍ଧ ଗୁରୁତର ଆହତ ହୋଇଥିଲେ । ସେମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ […]

Read More Text.
Pak 1

ପାକିସ୍ତାନ ଏବଂ ସାଉଦି ଆରବର ପ୍ରତିରକ୍ଷା ଚୁକ୍ତିନାମା ଉପରେ ଭାରତର ବୟାନ

ନୂଆଦିଲ୍ଲୀ: ପାକିସ୍ତାନ ଏବଂ ସାଉଦି ଆରବ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତିନାମା ସ୍ୱାକ୍ଷର କରିଛନ୍ତି । ଗଣମାଧ୍ୟମ ରିପୋର୍ଟ ଅନୁସାରେ, ‘ରଣନୈତିକ ପାରସ୍ପରିକ ପ୍ରତିରକ୍ଷା ଚୁକ୍ତିନାମା’ ନାମକ ଏହି ଚୁକ୍ତିନାମାରେ କୁହାଯାଇଛି ଯେ ପାକିସ୍ତାନ କିମ୍ବା ସାଉଦି ଆରବ ମଧ୍ୟରୁ ଯେ କୌଣସି ଦେଶ ଉପରେ ଆକ୍ରମଣକୁ ଉଭୟ ଦେଶ ଉପରେ ଆକ୍ରମଣ ବୋଲି ବିବେଚନା କରାଯିବ । ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ସାଉଦି ଆରବ ଗସ୍ତ ସମୟରେ ଏହି ଚୁକ୍ତି ହୋଇଥିଲା । ସେ ରିୟାଦରେ ପହଞ୍ଚିଥିଲେ […]

Read More Text.
Heavy rains

ଉତ୍ତରାଖଣ୍ଡରେ ପୁଣି ବାଦଲଫଟା ବର୍ଷା, ୭ ନିଖୋଜ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ପୁଣି ବାଦଲଫଟା ବର୍ଷା । ଉତ୍ତରାଖଣ୍ଡର ଚାମୋଲି ଜିଲ୍ଲାରେ ରାତିସାରା ପ୍ରବଳ ବର୍ଷା ପରେ, ଏକ ବଡ଼ ବିପର୍ଯ୍ୟୟ ସୃଷ୍ଟି ହୋଇଛି । ନନ୍ଦନାଗର ଘାଟ ଅଞ୍ଚଳର କୁନ୍ତରୀ ଲଙ୍ଗାଫାଲି ଏବଂ ଧୂର୍ମା ଗାଁରେ ଅନେକ ଘର ଏବଂ ଯାନବାହନ ଭଗ୍ନାବଶେଷ ତଳେ ଚାପି ହୋଇ ରହିଛି । ଚାମୋଲି ଜିଲ୍ଲା ମାଜିଷ୍ଟ୍ରେଟ୍ ସନ୍ଦୀପ ତିୱାରୀଙ୍କ ଅନୁଯାୟୀ, ନନ୍ଦନନଗରର କୁନ୍ତରୀ ଲଙ୍ଗାଫାଲି ୱାର୍ଡରେ ୬ଟି ଘର ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି ଏବଂ ୭ ଜଣ ନିଖୋଜ […]

Read More Text.
School 1 1068x601

ବିଦ୍ୟାଳୟରେ ପଶି ଛାତ୍ରଙ୍କୁ ମାଡ, ଥାନାରେ ଅଭିଯୋଗ

ଧାମରା: ଜଳେଶ୍ୱରପୁର ପଞ୍ଚାୟତରେ ଥିବା ପାଞ୍ଚମୁକା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜଣେ ଛାତ୍ରଙ୍କ  ଅଭିଭାବକ ସ୍କୁଲରେ ପଶି ଅନ୍ୟ ଜଣେ ୬ଷ୍ଠ ଶ୍ରେଣୀର ଛାତ୍ରକୁ ମାଡ ମାରିଛନ୍ତି। ଏ ନେଇ ବାଂଶଡା ଥାନାରେ ଲିଖିତ ଅଭିଯୋଗ ହୋଇଛି। ପ୍ରାପ୍ତ ଖବରରୁ ଜଣାଯାଇଛି, ଏହି ବିଦ୍ୟାଳୟର ଆର୍ଜମାନ ଦାସ ୬ଷ୍ଠ ଶ୍ରେଣୀରେ ପଢୁଥିବା ବେଳେ ଗତ ଶନିବାର ଦିନ ସେହି ବିଦ୍ୟାଳୟର ଅନ୍ୟ ଜଣେ ଛାତ୍ରଙ୍କ ଅଭିଭାବକ ଆସି ତାଙ୍କୁ ମାଡ ମାରିଥିଲେ। ସେହି ସମୟରେ ସଂପୃକ୍ତ ବିଦ୍ୟାଳୟର […]

Read More Text.
Assembly 1068x601

ବିଧାନସଭାରୁ ବିଧାୟକଙ୍କ ଦାମୀ ସାମଗ୍ରୀ ଚୋରି, ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

ଭୁବେନଶ୍ବର: ବିଧାନସଭା ପରିସରରୁ ବିଧାୟକଙ୍କ ଦାମୀ ସାମଗ୍ରୀ ଚୋରି ହୋଇଛି। ସୁନା ଚେନ, ଦାମୀ ଘଣ୍ଟା, ପ୍ୟାଣ୍ଟ ଶାର୍ଟ ଚୋରି ହୋଇଥିବା ନେଇ ବିଧାୟକ ରାମଚନ୍ଦ୍ର କାଡାମ ଅଭିଯୋଗ କରିଛନ୍ତି। ତାଙ୍କ ଜିନିଷ ଫେରାଇଦେବା ଲାଗି କଂଗ୍ରେସ ପକ୍ଷରୁ ବାଚସ୍ପତି ସୁରମା ପାଢ଼ୀଙ୍କୁ ଚିଠି ଲେଖି ଦାବି କରିଛି। ଚିଠିରେ ଦର୍ଶାଯାଇଛି ଯେ, ଗତ ମାର୍ଚ୍ଚ ୨୬ ତାରିଖ ରାତି ପ୍ରାୟ ସାଢ଼େ ୨ଟାରେ ରାମଚନ୍ଦ୍ରଙ୍କ ଦାମୀ ସାମଗ୍ରୀ ଚୋରି ହୋଇଥିଲା। ଏ ନେଇ ଅଭିଯୋଗ କରାଯାଇଥିଲେ […]

Read More Text.
Murder c 1

ବୀମା ପାଇଁ ଦୁଇ ପତ୍ନୀଙ୍କୁ ହତ୍ୟା କରିଛି ଦୀପକ: ଶୁଭମିତ୍ରାଙ୍କ ବାପା

ଭୁବନେଶ୍ଵର : ଟ୍ରାଫିକ୍ କନଷ୍ଟେବଳ ଶୁଭମିତ୍ରା ମୃତ୍ୟୁ ଘଟଣାରେ ପୁଣି ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି।  ବୀମା ଟଙ୍କା ପାଇଁ ଦୀପକ ଦୁଇ ପତ୍ନୀଙ୍କୁ ହତ୍ୟା କରିଥିବା ନେଇ ସଙ୍ଗୀନ୍ ଅଭିଯୋଗ ଆଣିଛନ୍ତି ମୃତ ଶୁଭମିତ୍ରାଙ୍କ ବାପା। କେବଳ ଦୀପକ ନୁହେଁ ହତ୍ୟା ପଛରେ ତାଙ୍କ ବିଲ୍ଡର ଭାଇ ମାଷ୍ଟର ମାଇଣ୍ତ ଥିବା ମଧ୍ୟ ସେ କହିଛନ୍ତି। କେବଳ ଭାଇ ନୁହେଁ ତାର ମଉସା, ମାଉସୀ , ମାଉସୀ ପୁଅ, ଭଣଜା ଡାକ୍ତର ମଧ୍ୟ ସମ୍ପୃକ୍ତ […]

Read More Text.
Bda

ବରମୁଣ୍ଡା ବସ୍ ଟର୍ମିନାଲରେ ୧୧୨ ଟି ଦୋକାନ ଆବଣ୍ଟନ ପାଇଁ BDA ପକ୍ଷରୁ ଲଟେରୀ ବ୍ୟବସ୍ଥା

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (BDA) ଗୁରୁବାର ଦିନ ବାବାସାହେବ ଭୀମ ରାଓ ଆମ୍ବେଦକର ବସ୍ ଟର୍ମିନାଲ (BSABT) ରେ ହିତାଧିକାରୀମାନଙ୍କୁ ଦୋକାନ ଆବଣ୍ଟନ ପାଇଁ ଏକ ଲଟେରୀ କରିଥିଲେ ।  ଏହି କାର୍ଯ୍ୟକ୍ରମ କଳିଙ୍ଗ ବିହାରର K7 କଲ୍ୟାଣ ମଣ୍ଡପରେ BDA ସଚିବ ମାନସ ରଞ୍ଜନ ପାଢ଼ୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା। ମାସିକ ଭଡା ଭିତ୍ତିରେ 112ଟି ଦୋକାନ ଆବଣ୍ଟନ ପାଇଁ ଲଟେରୀ ପ୍ରକ୍ରିୟା କରାଯାଇଥିଲା ।  BSABT ନିର୍ମାଣ ହେବା ପୂର୍ବରୁ ପୁରୁଣା ବରମୁଣ୍ଡା ବସ୍ […]

Read More Text.
Sahidnagar ps

ସ୍କୁଲ କ୍ୟାମ୍ପସରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଭୁବନେଶ୍ୱର : ସ୍କୁଲ କ୍ୟାମ୍ପସରୁ ଉଦ୍ଧାର ହୋଇଛି ଏକ ନବଜାତ ଶିଶୁପୁତ୍ରର ମୃତଦେହ ।  ସହୀଦ ନଗର ଥାନା ଅଞ୍ଚଳର ଏକ ଘରୋଇ ଶିକ୍ଷାନୁଷ୍ଠାନ କ୍ୟାମ୍ପସରୁ ଏହି ମୃତ ଦେହ ଉଦ୍ଧାର ହୋଇଛି । କ୍ୟାମ୍ପସର ଅଳିଆ ଗଦାରୁ ଉଦ୍ଧାର କରାଯାଇଛି ଏହି ଶିଶୁଟିକୁ । କିଏ କାହିଁକି ଏହି ମୃତ ଶିଶୁଟିକୁ ଫିଙ୍ଗିଲା ସେ ନେଇ ତଦନ୍ତ କରୁଛି ପୋଲିସ । ଏନେଇ ସହୀଦ ନଗର ଥାନାରେ ଏକ ରିପୋର୍ଟ ଦେଇଛନ୍ତି ସ୍କୁଲ କର୍ତ୍ତୃପକ୍ଷ । କେହି […]

Read More Text.
Medical 1

ଘସିପୁ୍ରାରେ ବ୍ୟାପୁଛି ଝାଡ଼ାବାନ୍ତି, ଦୁଇ ମୃତ

ଆନନ୍ଦପୁର : ଝାଡ଼ାବାନ୍ତି ଆତଙ୍କ ।  ଦୁଇ ମୃତ ,ଅନେକ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।  ଜିଲ୍ଲା ସ୍ବାସ୍ଥ୍ଯ ଟିମ୍ ପହଞ୍ଚି ପରଖିଲା ସ୍ଥିତି। କେନ୍ଦୁଝର ଜିଲ୍ଲା ଘସିପୁ୍ରା ବ୍ଲକ ଗଡବାନ୍ଧଗୋଡା ପଞ୍ଚାୟତ ପଟିଲୋ ଗାଁରେ ଝାଡ଼ାବାନ୍ତି ଲାଗି ରହିଛି ।  ଜିଲ୍ଲା ସ୍ବାସ୍ଥ୍ଯ ବିଭାଗର ସ୍ବତନ୍ତ୍ର ଟିମ୍ ସହ ସାଇଁକୁଳ ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରରୁ ଏକ ଡାକ୍ତରୀ ଦଳ ଗାଁର ପହଞ୍ଚି ସ୍ଥିତି ପରଖିଛନ୍ତି । ପଟିଲୋ ମାଝୀ ସାହିର ପ୍ରଫୁଲ୍ଲ ମାଝୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବା […]

Read More Text.
Anugul

ଝିଅକୁ ନ୍ୟାୟ ଦାବିରେ ୧୦ କିଲୋମିଟର ଚାଲିଲେ ମାଆ 

ଅନୁଗୋଳ : ଝିଅକୁ ନ୍ୟାୟ ଦାବିରେ ୧୦ କିଲୋମିଟର ଚାଲିଲେ ମାଆ  ।  ପଦଯାତ୍ରରେ ଆସି ଏସପି ଅଫିସ ଆଗରେ ଧାଣାରେ ବସିଲେ ।  ଅନୁଗୋଳ ସଦର ଥାନା ଶ୍ୟାମସୁନ୍ଦରପୁର ଗାଁରେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୋଲିସର ହାତ ଖାଲି ।  ଏଯାଏଁ ଅଭିଯୁକ୍ତକୁ ଗିରଫ କରିପାରିନି ପୋଲିସ । ଗତ ୭ ତାରିଖରେ ନାବାଳିକାକୁ ଦୁଷ୍କର୍ମ ସହ ହତ୍ୟା କରି ନାଳରେ ଫିଙ୍ଗି ଦେଇଥିଲେ ଦୁର୍ବୃତ୍ତ ।  ନିଜ ଝିଅକୁ ନ୍ୟାୟ ପାଇଁ ରାଜରାସ୍ତାରେ […]

Read More Text.