ଝିଅକୁ ନ୍ୟାୟ ଦାବିରେ ୧୦ କିଲୋମିଟର ଚାଲିଲେ ମାଆ
ଅନୁଗୋଳ : ଝିଅକୁ ନ୍ୟାୟ ଦାବିରେ ୧୦ କିଲୋମିଟର ଚାଲିଲେ ମାଆ । ପଦଯାତ୍ରରେ ଆସି ଏସପି ଅଫିସ ଆଗରେ ଧାଣାରେ ବସିଲେ । ଅନୁଗୋଳ ସଦର ଥାନା ଶ୍ୟାମସୁନ୍ଦରପୁର ଗାଁରେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୋଲିସର ହାତ ଖାଲି । ଏଯାଏଁ ଅଭିଯୁକ୍ତକୁ ଗିରଫ କରିପାରିନି ପୋଲିସ । ଗତ ୭ ତାରିଖରେ ନାବାଳିକାକୁ ଦୁଷ୍କର୍ମ ସହ ହତ୍ୟା କରି ନାଳରେ ଫିଙ୍ଗି ଦେଇଥିଲେ ଦୁର୍ବୃତ୍ତ । ନିଜ ଝିଅକୁ ନ୍ୟାୟ ପାଇଁ ରାଜରାସ୍ତାରେ […]
Read More Text.