Ai video

କଂଗ୍ରେସକୁ ଝଟକା, ପ୍ରଧାନମନ୍ତ୍ରୀ ମୋଦିଙ୍କ ମା’ଙ୍କ ଏଆଇ ଭିଡିଓ ତୁରନ୍ତ ହଟାଇବାକୁ ପାଟନା ହାଇକୋର୍ଟର ନିର୍ଦ୍ଦେଶ

ବିହାର : କଂଗ୍ରେସ ଦ୍ୱାରା ପ୍ରଧାନମନ୍ତ୍ରୀ ମୋଦି ଏବଂ ତାଙ୍କ ମାଆଙ୍କ ଏଆଇ ଭିଡିଓ ମାମଲାର ଶୁଣାଣି କରିବା ସମୟରେ ବର୍ଷିଛନ୍ତି ପାଟନା ହାଇକୋର୍ଟ । ତୁରନ୍ତ ଏହି ଭିଡିଓକୁ ହଟାଇବାକୁ କଂଗ୍ରେସକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ପି.ବି. ବଜନ୍ତରୀ ନିର୍ଦ୍ଦେଶ ଦେଇଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ସ୍ୱର୍ଗତ ମାତା ହୀରାବେନ ମୋଦଙ୍କୁ ଅପମାନିତ କରୁଥିବା ଭିଡିଓକୁ ସମସ୍ତ ସୋସିଆଲ ମିଡିଆ ପ୍ଲାଟଫର୍ମରୁ ତୁରନ୍ତ ହଟାଯାଉ […]

Read More Text.
Rahul gandhi and shahid

ରାହୁଲଙ୍କୁ ଆଫ୍ରିଦିଙ୍କ ପ୍ରଶଂସା : ବିଜେପିର ପ୍ରତିକ୍ରିୟା

ଇସଲାମାବାଦ: ପାକିସ୍ତାନର ପୂର୍ବତନ କ୍ରିକେଟର ସହିଦ ଆଫ୍ରିଦି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କର ପ୍ରଶଂସା କରିଛନ୍ତି। ନିକଟରେ ଶେଷ ହୋଇଥିବା ଏସିଆ କପ୍‌ର ଭାରତ-ପାକିସ୍ତାନ କ୍ରିକେଟ ମ୍ୟାଚ ସମ୍ପର୍କିତ ଏକ ଟେଲିଭିଜନ୍ ବିତର୍କରେ ଭାଗ ନେଇ ଆଫ୍ରିଦି କହିଥିଲେ ଯେ ରାହୁଲ ଜଣେ ସକାରାତ୍ମକ ମାନସିକତାର ରାଜନେତା। ସେ ପ୍ରତ୍ୟେକ ବିବାଦକୁ ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ଚାହିଁଥାନ୍ତି। ସେ ଲୋକଙ୍କୁ ସାଥୀରେ ନେଇ ଯିବାକୁ ଚେଷ୍ଟା କରିଥାନ୍ତି। ଆଫ୍ରିଦି ରାହୁଲଙ୍କୁ ଏପରି ପ୍ରଶଂସା କରିଥିବାବେଳେ କେନ୍ଦ୍ର […]

Read More Text.
Evm

ଇଭିଏମ୍ ବାଲଟ୍ ପେପରରେ ରହିବ ପ୍ରାର୍ଥୀଙ୍କ ରଙ୍ଗୀନ ଫଟୋ

ନୂଆଦିଲ୍ଲୀ : ଭାରତୀୟ ନିର୍ବାଚନ କମିଶନ ଇଭିଏମ୍ ବାଲଟ୍ ପେପରର ନକ୍ସା ସଂଶୋଧନ କରିଛନ୍ତି।  ବର୍ତ୍ତମାନଠାରୁ ପ୍ରାର୍ଥୀଙ୍କ ଫଟୋ ଇଭିଏମ୍ ବାଲଟ୍ ପେପରରେ ରଙ୍ଗୀନ୍ ମୁଦ୍ରିତ ହେବ। ଭଲ ଦେଖାଯିବା ପାଇଁ ପ୍ରାର୍ଥୀଙ୍କ ମୁହଁ ଫଟୋଗ୍ରାଫ୍‌ର ତିନି-ଚତୁର୍ଥାଂଶ ସ୍ଥାନରେ ରହିବ। କ୍ରମିକ ସଂଖ୍ୟା ଗୁଡିକ ମଧ୍ୟ ଅଧିକ ପ୍ରମୂଖ ଭାବରେ ପ୍ରଦର୍ଶିତ ହେବ। ସ୍ପଷ୍ଟତା ପାଇଁ ଫଣ୍ଟ ଆକାର ୩୦ ହେବ ଏବଂ ବୋଲ୍ଡ ଅକ୍ଷରରେ ଲେଖାଯିବ। ବିହାର ବିଧାନସଭା ନିର୍ବାଚନଠାରୁ ଏହାକୁ ଆରମ୍ଭ କରାଯିବ। ଇଭିଏମ୍ […]

Read More Text.
Vigilance

ଭିଜିଲାନ୍ସ ଜାଲରେ ରେଙ୍ଗାଲି ବ୍ଲକ ଶିକ୍ଷା ଅଧିକାରୀ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଶିକ୍ଷା ଅଧିକାରୀ। ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ଦୁଷ୍ମନ୍ତ ସାହୁଙ୍କୁ ଧରିଛି ଭିଜିଲାନ୍ସ। କୌଣସି ଏକ କାର୍ଯ୍ୟ ପାଇଁ ବିଇଓ ଦୁଷ୍ମନ୍ତ ଜଣେ ବ୍ୟକ୍ତିଙ୍କୁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ପ୍ରଥମ ପର୍ଯ୍ୟାୟରେ ୭ ହଜାର ଟଙ୍କା ଦେବାକୁ ବିଇଓ ଉକ୍ତ ବ୍ୟକ୍ତିଙ୍କୁ କହିଥିଲେ। ଏ ନେଇ ସମ୍ପୃକ୍ତ ବ୍ୟକ୍ତି ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ପରେ ଯୋଜନା ମୁତାବକ ଉକ୍ତ ବ୍ୟକ୍ତି ବିଇଓଙ୍କୁ ୭ […]

Read More Text.
Assembly

ମୌସୁମୀ ଅଧିବେଶନ ପାଇଁ ବିଧାନସଭା ଜଗିବେ ୩୦ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ଵର : ଗୁରୁବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ।  ଏଥିପାଇଁ କମିଶନରେଟ୍ ପୁଲିସ୍‌ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବୁଧବାର ପୁଲିସ୍‌ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଥିଲେ। ଗୁଇନ୍ଦା ନିର୍ଦେଶକଙ୍କ ସହ ଆଇନଶୃଙ୍ଖଳା ଡିଜି ଉପସ୍ଥିତ ଥିଲେ । ଅଧିବେଶନ ସମୟରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ ବୋଲି ସୂଚନା ମିଳିଛି। ଆତଙ୍କି ଆକ୍ରମଣ ମୁକାବିଲା ପ୍ରତିହତ ପାଇଁ ବି ପ୍ରସ୍ତୁତି ହୋଇଛି । ତେବେ କରାଯାଇଥିବା ବ୍ୟବସ୍ଥା […]

Read More Text.
Kalinga ghati.1

କଳିଙ୍ଗା ଘାଟି ଭୂସ୍ଖଳନ : ମରାମତି ପ୍ରାୟ ୭ ଦିନ ଲାଗିବ!

କନ୍ଧମାଳ : କଳିଙ୍ଗା ଘାଟିରେ ଭୂସ୍ଖଳନ ଘଟଣାର ମରାମତି ଲାଗି ପ୍ରାୟ ୭ ଦିନ ସମୟ ଲାଗିବ। ଘାଟି ମରାମତି ପାଇଁ ନିୟୋଜିତ ହୋଇଥିବା ଏନ୍‌ଏଚ୍‌ଆଇର ପ୍ରମୁଖ ଅଧିକାରୀ ଏ ନେଇ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଅସ୍ଥାୟୀ ଭାବେ ମରାମତି କରି ଗାଡି ଚଳାଚଳର ବ୍ୟବସ୍ଥା କରାଯିବ। କଳିଙ୍ଗା ଘାଟିରେ ଏଭଳି ବଡଧରଣର ଭୂସ୍ଖଳନ କେବେ ହୋଇନଥିଲା। ସ୍ଥିତି ଦେଖିବା ପରେ ଉତ୍ତରାଖଣ୍ଡ ଭୂସ୍ଖଳନ ଭଳି ଲାଗୁଛି। ସୂଚନାଯୋଗ୍ୟ ମଙ୍ଗଳବାର ବାଦଲଫଟା ବର୍ଷା ଯୋଗୁଁ କନ୍ଧମାଳ […]

Read More Text.
Bbsr ledy constable

ମାଟି ତଳୁ ବାହାରିଲା କନଷ୍ଟେବଳ ଶୁଭମିତ୍ରାଙ୍କ ମୃତଦେହ

ଭୁବନେଶ୍ୱର : ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଗାଁ ସ୍ଥିତ ଜଙ୍ଗଲ ଭିତରୁ ମାଟି ତଳୁ ଅଖାରେ ବନ୍ଧା ଯାଇଥିବା ଅବସ୍ଥାରେ ପୁଲିସ୍‌ ଶୁଭମିତ୍ରାଙ୍କ ମୃତଦେହକୁ ବାହାର କରିଛି। କେନ୍ଦୁଝର ପୁଲିସ୍ ଅଭିଯୁକ୍ତ ଦୀପକକୁ ମୃତଦେହ ପୋତାଯାଇଥିବା ସ୍ଥାନକୁ ନେଇ ସିନ୍ ରିକ୍ରିଏସନ୍ କରିବା ପରେ ମାଟି ତଳୁ ମୃତଦେହକୁ ବାହାର କରିଛି। ଅଭିଯୁକ୍ତ ଜଣକ ଶୁଭମିତ୍ରାଙ୍କ ମାରିଥିବା ସ୍ଵୀକାର କରିଛି। ତେବେ ଏହି ହତ୍ୟାକାଣ୍ଡ ଘଟଣାରେ […]

Read More Text.
Ranapurgarh

ଜୋତା ପିନ୍ଧି ନ ଥିବାରୁ ଛାତ୍ରଙ୍କୁ ମାଡ ମାରି ଗେଟ୍‌ ବାହାରକୁ ତଡ଼ିଦିଆଯାଇଥିବା ଅଭିଯୋଗ

ରଣପୁରଗଡ଼: ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜୋତା ପିନ୍ଧି ଆସି ନ ଥିବାରୁ ପିଲାଙ୍କୁ ମାଡ ମାରିବା ସହିତ ଗେଟ ବାହାରକୁ ତଡ଼ିଦିଆଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ବୁଧବାର ସକାଳ ପ୍ରାୟ ୭ଟାରେ ବିଦ୍ୟାଳୟ ପରିସରରେ ପ୍ରାର୍ଥନା ସରିବାର ପରେ ଜୋତା ପିନ୍ଧି ନ ଥିବା ପିଲାମାନଙ୍କୁ ଗୋଟିଏ ଲାଇନରେ ଠିଆ କରାଯାଇ ଥିବାବେଳେ କିଛି ପିଲାଙ୍କୁ ମାଡ଼ ମରାଯାଇଥିବା  ଅଭିଯୋଗ ହୋଇଛି। ମାଡ଼ ମରାଯିବା ପରେ ପିଲାମାନଙ୍କୁ […]

Read More Text.
Bee

ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ରାୟଗଡା : ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳାଙ୍କ ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର । ଚାଷ ଜମିରେ କାମ କରୁଥିବା ଲୋକଙ୍କ ଦ୍ୱାରା ଉଦ୍ଧାର ହେଲେ ମା ଓ ଶିଶୁ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଏହିଭଳି ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ନାରାୟଣ ପୁର ପଞ୍ଚାୟତ ଦୂଲଦୁଲଗୁଡା ଗାଁ ନିକଟରେ । ସୂଚନା ଅନୁସାରେ ଗର୍ଭବତୀ ମା ମଞ୍ଜୁଳା […]

Read More Text.
Balangir

ନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚର ରେଡ୍

ବଲାଙ୍ଗିର: ବଲାଙ୍ଗିର DEO ଅଫିସରେ କ୍ରାଇମବ୍ରାଞ୍ଚ। ନକଲି ସାର୍ଟିଫିକେଟ ମାମଲାରେ ଖୋଳତାଡ଼।  ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ଟିମ୍ ତନାଘନା।  ଅତିରିକ୍ତ ଏସ୍ ପି ବିକାଶ ରଞ୍ଜନ ବେଉରିଆଙ୍କ ନେତୃତ୍ବରେ ରେଡ୍ ଚାଲିଛି । ନକଲି ସାର୍ଟିଫିକେଟରେ କିଛି ଶିକ୍ଷକ ଚାକିରି କରିଥିବା ଅଭିଯୋଗରେ ରେଡ୍ କରାଯାଇଛି ।

Read More Text.