ପଲିଥିନ୍ ବ୍ୟାଗରେ ଭୋଗ ନ ନେବା ପାଇଁ ଲୋକଙ୍କୁ ବିଏମସିର ଅପିଲ୍
ଭୁବନେଶ୍ୱର: ଦୁର୍ଗାପୂଜାରେ ପଲିଥିନ୍ କ୍ୟାରି ବ୍ୟାଗରେ ଭୋଗ ନ ନେବା ପାଇଁ ଲୋକଙ୍କୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ଅପିଲ୍ କରିଛି। ପ୍ଲାଷ୍ଟିକର ବ୍ୟବହାର ଏବଂ ଅଳିଆ ଆବର୍ଜନାକୁ ରୋକିବା ପାଇଁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ ଏଭଳି ପଦକ୍ଷେପ ଗ୍ରହଣ କରିଛି । ଏହି କିଓସ୍କଗୁଡ଼ିକ ବାରମୁଣ୍ଡା, ନୟାପଲ୍ଲୀ, ସହିଦ ନଗର, ରସୁଲଗଡ଼, ଝାରପଡ଼ା ଏବଂ ଡମଣା ଭଳି ବଡ଼ ମଣ୍ଡପରେ ସ୍ଥାପନ କରାଯିବ। ସଚେତନତା ଅଭିଯାନ ତଦାରଖ କରିବା ପାଇଁ ବିଏମସି ତିନି ଜୋନାଲ ଡେପୁଟି କମିସନରଙ୍କ […]
Read More Text.