ନୂଆପଡା ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ, ଆଉ ୫୬ଟି ନୂଆ କେନ୍ଦ୍ରରେ ହେବ ମତଦାନ
ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିତବର୍ଷ ନିର୍ବାଚନରେ ୨ ଲକ୍ଷ ୪୮ ହଜାର ୨୫୬ ଜଣ ମତାଦାତା ଭୋଟ୍ ଦେବେ। ଭାରତ ନିର୍ବାଚନ ଆୟୋଗ ୦୧.୦୭.୨୦୨୫ କୁ ଯୋଗ୍ୟତା ତାରିଖ ଭାବରେ ରଖି ଓଡ଼ିଶାର ୭୧-ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଅନୁଷ୍ଠିତ ହେବାକୁ ଯାଉଥିବା ଉପ-ନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ, ୧୯୫୦ ର ଧାରା ୨୧ ଅନୁଯାୟୀ ଏକ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସେପ୍ଟେମ୍ବର ୧୪ ସୁଦ୍ଧା […]
Read More Text.