556677

ବାତ୍ୟା କିମ୍ବା ଅବପାତ ଆଶଙ୍କା ନାହିଁ : ଆଇଏମ୍‌ଡି ଡିଜି

ଭୁବନେଶ୍ଵର : ରାଜ୍ୟରେ ବର୍ଷା ସ୍ଥିତିକୁ ନେଇ ଆଇଏମଡି ଡିଜି ସୂଚନା ଦେଇଛନ୍ତି। କହିଛନ୍ତି ବାତ୍ୟା କିମ୍ବା ଅବପାତ ନାହିଁ। ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜିର ସ୍ଥିତିରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ନାହିଁ। ଲଘୁଚାପ ଯୋଗୁଁ ଦୁଇ ଦିନ ଧରି ବର୍ଷା ହେଉଥିଲା , ତାହା କମିବାକୁ ଲାଗିବ। ଲଘୁଚାପ ଏବେ ଉତ୍ତର ତେଲେଙ୍ଗାନା ଓ ଆଭ୍ୟନ୍ତରୀଣ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇରହିଛି। ତେଣୁ […]

Read More Text.
444

ଭେଜାହାଣ୍ଡି ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀ ନିବାସରେ ଝାଡ଼ାବାନ୍ତି, ୧୩ ଛାତ୍ରୀ ଅସୁସ୍ଥ

ଜୟପୁର: କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଅନ୍ତର୍ଗତ ଭେଜାହାଣ୍ଡି ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀ ନିବାସରେ ଝାଡ଼ାବାନ୍ତି ଦେଖାଦେଇଛି। ଫଳରେ ଛାତ୍ରୀ ନିବାସରେ ରହୁଥିବା ୧୩ ଛାତ୍ରୀ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କୁ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଛାତ୍ରୀମାନଙ୍କ ସ୍ଵାସ୍ଥ୍ୟାବସ୍ଥା ସ୍ଥିର ଥିବା ଡାକ୍ତରଖାନା ପକ୍ଷରୁ କୁହାଯାଇଛି। କିଛିଦିନ ତଳେ ବି ଛାତ୍ରୀମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ପୁନର୍ବାର ସମାନ ଘଟଣା ଘଟିଥିବାରୁ ଏହା ଚିନ୍ତାର ବିଷୟ ପାଲଟିଛି। କ’ଣ ପାଇଁ […]

Read More Text.
Mahanadi 1068x601

ମହାନଦୀରେ ବୁଡ଼ି ପୁତୁରା ମୃତ, ଦାଦା ନିଖୋଜ

ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ରିଜ ନିକଟ ମହାନଦୀରେ ବୁଡ଼ିଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କୁ ଉଦ୍ଧାର କରିବାକୁ ଯାଇ ତାଙ୍କ ଦାଦା ନିଖୋଜ ହୋଇଯାଇଛନ୍ତି। ଅଗ୍ନିଶମ ବାହିନୀ ପକ୍ଷରୁ ତାଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଚାଲିଛି। ସୂଚନା ଅନୁସାରେ, ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଶୁଦ୍ଧିକ୍ରିୟା ଚାଲିଥିଲା। ଏହି ସମୟରେ ଯୁବକ ଜଣକ ମହାନଦୀରେ ବୁଡ଼ ପକାଇଥିଲେ। ହେଲେ କୌଣସି କାରଣରୁ ସେ ବୁଡ଼ି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ଦାଦା ପାଣିକୁ […]

Read More Text.
Story 2

ଏମ୍ସ ଭୁବନେଶ୍ୱର ପୂର୍ବ ଭାରତରେ ଶ୍ରେଷ୍ଠ ମେଡିକାଲ୍ କଲେଜ

ଭୁବନେଶ୍ୱର: ରାଜ୍ୟ ତଥା ସମଗ୍ର ପୂର୍ବ ଭାରତ ପାଇଁ ପୁଣିଥରେ ସଫଳତା ଆଣିଦେଇଛି ଏମ୍ସ ଭୁବନେଶ୍ୱର। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ତାଲିକା (ଏନଆଇଆରଏଫ)ରେ ଏମ୍ସ ଭୁବନେଶ୍ୱରକୁ ଦେଶର ଶ୍ରେଷ୍ଠ ମେଡିକାଲ କଲେଜ ବର୍ଗରେ ୧୪ତମ ସ୍ଥାନ ମିଳିଛି। ଗତ ବର୍ଷ ଏହି ଜାତୀୟ ଅନୁଷ୍ଠାନ ଏନଆଇଆରଏଫ ତାଲିକାରେ ୧୫ତମ ସ୍ଥାନରେ ଥିଲା। ତେବେ ୨୦୨୧ରେ ୩୧ତମ ସ୍ଥାନ ହାସଲ କରିଥିବା ଏହି ଅନୁଷ୍ଠାନ ମାତ୍ର ଚାରି ବର୍ଷ ମଧ୍ୟରେ […]

Read More Text.
Img 20250913 wa0245

ସୁନାମଧନ୍ୟ ପ୍ରଧାନ ଶିକ୍ଷକ ପ୍ରକୃତି  ବନ୍ଧୁ ସ୍ବରୂପ ଚନ୍ଦ୍ର ନନ୍ଦ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳନ

ବାରିପଦା: ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରକତି ବନ୍ଧୁ ସ୍ବରୂପ ଚନ୍ଦ୍ର ନନ୍ଦ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି। ବିଗତ ବର୍ଷ  ଭାଦ୍ରବ କୃଷ୍ଣ ପକ୍ଷ ଷଷ୍ଠୀ ତିଥି (୨୩/୯/୨୪)ରିଖ ଦିନ ଶ୍ରୀ ନନ୍ଦ ସ୍ବର୍ଗାରୋହଣ କରିଥିଲେ। ୧୯୭୦ ମସିହାରୁ ଶ୍ରୀ ନନ୍ଦ ଶିକ୍ଷକ ଜୀବନ ଆରମ୍ଭ କରି ୨୦୦୭ ମସିହା ମାର୍ଚ୍ଚ ୩୧ ତାରିଖରେ ବିଶୋଇ ନୋଡାଲ ଉଚ୍ଚ ବିଦ୍ୟାଳୟରୁ ଅବସର ଗ୍ରହଣ କରିଥିଲେ। ଜୈନେକ ଉତ୍ତମ ଛାତ୍ର ବତ୍ସଲ, ମିଷ୍ଟଭାଷୀ, ବିଜ୍ଞ […]

Read More Text.
Img 20250913 wa0246

ମନ୍ତ୍ରୀ ଗଣେଶ ରାମଙ୍କ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିଦର୍ଶନ

ବାରିପଦା: ରାଜ୍ୟ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ତଥା ଶ୍ରମ, କର୍ମଚାରୀ ରାଜ୍ୟ ବୀମା ବିଭାଗ ମନ୍ତ୍ରୀ ଆଜି ଯଶିପୁର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଛନ୍ତି l ମନ୍ତ୍ରୀ ଗଣେଶ ରାମଙ୍କୁ ଚିକିତ୍ସା ଅଧିକାରୀ ଧୁନ୍ଦା ମୁଣ୍ଡା ପୁଷ୍ପ ଗୁଛ ଦେଇ ସ୍ୱାଗତ କରିଥିଲେ l ମନ୍ତ୍ରୀ ଡାକ୍ତର, ସ୍ଵାସ୍ଥ୍ୟ କର୍ମୀମାନଙ୍କ ଠାରୁ ସ୍ଵାସ୍ଥ୍ୟ କେନ୍ଦ୍ରର ସ୍ଵାସ୍ଥ୍ୟ ସେବା, ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ l ଏହାପରେ ନବନିର୍ମିତ ଗୋଷ୍ଠୀ ଜନ ସ୍ଵାସ୍ଥ୍ୟ […]

Read More Text.
Img 20250913 wa0233

ଜିଲ୍ଳାରେ ବିଭିନ୍ନ ଅପରାଧ ଓ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା

ବାରିପଦା : ଆଜି ବାରିପଦା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷରେ ମାନ୍ୟବର ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ବିଭାଗ, ଡା. କୃଷ୍ଣଚନ୍ଦ୍ର ମହାପାତ୍ର ଜିଲ୍ଲାର ବିଭିନ୍ନ ପ୍ରକାର ଅପରାଧ ଓ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଥିଲେ। ଉକ୍ତ ସମୀକ୍ଷା ବୈଠକରେ ମାନ୍ୟବର ବିଧାୟକ ବାରିପଦା, ଶ୍ରୀ ପ୍ରକଶ ସୋରେନ, ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ, ପୂର୍ବାଞ୍ଚଳ ପୋଲିସ ଡି ଆଇ ଜି ଶ୍ରୀ ପିନାକ […]

Read More Text.
Img 20250913 wa0217

ବାରିପଦରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ, ୨୦୨୫

ବାରିପଦା: ଜିଲ୍ଲା ଆଇନ ସେବା ପ୍ରାଧ‌ିକରଣ, ମୟୂରଭଞ୍ଜ ପକ୍ଷରୁ ବାରିପଦା ଠାରେ ଜିଲ୍ଲା ଓ ଦୌରାଜଜଙ୍କ କାର୍ଯ୍ୟାଳୟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲୋକ ଅଦାଲତରେ ମୋଟ ୧୫୫୩୯ ଟି ମାମଲା ମଧ୍ୟରୁ ୬୨୬୭ ଟି ମାମଲାର ଅପୋଷ ବିଚାର ହୋଇ ମୋଟ ୨,୭୧,୫୮,୪୨୭ ଟଙ୍କା ଅଦାୟ ପାଇଁ ସମାଧାନ ହୋଇଥିବା ଜଣାପଡିଛି । ଜିଲ୍ଲା ଓ ଦୌରାଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ସୁଦୀପ୍ତ ଆଚାର୍ଯ୍ୟଙ୍କ […]

Read More Text.
Img 20250913 wa0208

୧୬ କୋଟି ଟଙ୍କା ମୂଲ୍ୟର ୬୨ଗୋଟି ପ୍ରକଳ୍ପର ନିର୍ମାଣ କାର୍ଯ୍ୟାଦେଶ ବଣ୍ଟନ

ବାରିପଦା : ଆଜି ବାରିପଦା ପୌରପାଳିକା ଆନୁକୂଲ୍ୟରେ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ପ୍ରକଳ୍ପ କାର୍ଯ୍ୟାଦେଶ ବଣ୍ଟନ ସମ୍ପର୍କିତ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନଗରପାଳ ଶ୍ରୀ କୃଷ୍ଣାନନ୍ଦ ମହାନ୍ତିଙ୍କ ପୌରାହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ, ଡା. କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଧାୟକ, ବାରିପଦା ଶ୍ରୀ ପ୍ରକାଶ ସୋରେନ,ଉପନଗର ପାଳିକା ଶ୍ରୀମତୀ ସୀମା ଦାସ, କାର୍ଯ୍ୟନିର୍ବାହୀ […]

Read More Text.
Delhi taj

ହାଇକୋର୍ଟ ପରେ ତାଜ ପ୍ୟାଲେସ ହୋଟେଲକୁ ବୋମା ଧମକ, ଯାଞ୍ଚ କରୁଛି ପୋଲିସ

ନୂଆଦିଲ୍ଲୀ : ଦିଲ୍ଲୀ ଏବଂ ବମ୍ବେ ହାଇକୋର୍ଟକୁ ବୋମା ଧମକ ମିଳିବ ପରେ ଏବେ ଦିଲ୍ଲୀର ତାଜ ପ୍ୟାଲେସ ହୋଟେଲକୁ ବୋମାରେ ଉଡାଇବାକୁ ଧମକ ମିଳିଛି । ଖବର ମିଳିବା ପରେ ସଂପୂର୍ଣ୍ଣ ଅଞ୍ଚଳରେ ଆତଙ୍କ ଖେଳିଯାଇଛି । ଏହାକୁ ନେଇ ଗୁଇନ୍ଦା ସଂସ୍ଥାଗୁଡ଼ିକ ସତର୍କ ହୋଇଯାଇଛନ୍ତି । ତାଜ ପ୍ୟାଲେସକୁ ଧମକଭରା ଇମେଲ ମିଳିଛି । ଯେଉଁଥିରେ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି । […]

Read More Text.