ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଏସଏସଆର, ଅକ୍ଟୋବର ୯ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା
ଭୁବେନଶ୍ବର: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପୂର୍ବରୁ ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ(ଏସଏସଆର) କାର୍ଯ୍ୟକାରୀ କରାଯିବ। ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଏହାକୁ କାର୍ଯ୍ୟକାରୀ କରାଯିବ। ଏ ନେଇ ଭାରତ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ପକ୍ଷରୁ ନିର୍ଦେଶନାବା ଜାରି ହୋଇଛି। ଏଥିଲାଗି ବିଭିନ୍ନ କାର୍ଯ୍ୟସୂଚୀ ନିର୍ଦ୍ଧାରିତ ହୋଇଛି। ଆସନ୍ତା କାଲି ଅର୍ଥାତ ସେପ୍ଟେମ୍ବର ୧୪ରୁ ମତଦାନ କେନ୍ଦ୍ରର ପୁନଃବ୍ୟବସ୍ଥାପନ ବା ପରିବର୍ତ୍ତନ ହେବ। ୧୫ ତାରିଖରେ ସମନ୍ବିତ ଚିଠା ଭୋଟର ତାଲିକା ପ୍ରକାଶ କରାଯିବ। ଏହି ଦିନଠାରୁ ସେପ୍ଟେମ୍ବର ୨୯ ପର୍ଯ୍ୟନ୍ତ ଦାବି […]
Read More Text.