Image 2025 09 12t083038.254

ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ୍; ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ..

ପୁରୀ: ପୁଣି ଥରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ବିପଦରେ । ମନ୍ଦିର ଉପରେ ଦୀର୍ଘ ସମୟ ଧରି ଉଡିଲା ଡ୍ରୋନ । ବାଲିସାହି ପଟୁ ଆସି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍ । ନୀଳଚକ୍ର ପାଖକୁ ଯାଇ ଡ୍ରୋନ୍‌ରେ ଅନେକ ଫଟୋ ଓ ଭିଡ଼ିଓ ଉତ୍ତୋଳନ କରିଥିବା ସୂଚନା ରହିଛି । ଯାହା ମନ୍ଦିରର ସୁରକ୍ଷାକୁ ନେଇ ଗମ୍ଭୀର ଚିନ୍ତା ସୃଷ୍ଟି କରିଛି । ସୁରକ୍ଷା ଦିଗକୁ ଦୃଷ୍ଟିରେ ରଖି ପୁରୀ ଶ୍ରୀମନ୍ଦିର ଉପରେ ନିଷିଦ୍ଧ ଉଡ଼ାଣ […]

Read More Text.
Bmc

ଜାତୀୟ ସ୍ୱଚ୍ଛ ବାୟୁ ସହର-୨୦୨୪; ୪ର୍ଥ ସ୍ଥାନରେ ଭୁବନେଶ୍ୱର ମହାନଗର ନିଗମ

ଭୁବନେଶ୍ବର: ସର୍ବଭାରତୀୟ ସ୍ତରରେ ପୁଣି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସମ୍ମାନିତ । ଜାତୀୟ ସ୍ୱଚ୍ଛ ବାୟୁ ସହର-୨୦୨୪ ତାଲିକାର ୪ର୍ଥ ସ୍ଥାନରେ ରହିଛି ବିଏମସି । ଦେଶର ସ୍ୱଚ୍ଛ ବାୟୁ ସହର ଭାବେ ବିଏମସି କୁ ମିଳିଲା ଚତୁର୍ଥ ସ୍ଥାନ । ସେହିପରି, ପ୍ରଥମ ସ୍ଥାନରେ ଆନ୍ଧ୍ରପ୍ରଦେଶର ଅମରାବତୀ ରହିଥିବାବେଳେ, ଦ୍ବିତୀୟ ସ୍ଥାନରେ ରହିଛି ଉତ୍ତରପ୍ରଦେଶର ମୋରାଦାବାଦ ଓ ତୃତୀୟ ସ୍ଥାନ ଅଧିଗ୍ରହଣ କରିଛି ଝାଡଖଣ୍ଡର ଝାନ୍ସୀ । ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ […]

Read More Text.
Screenshot 2025 09 12 114502 750x409

ନଭେମ୍ୱର ୫ରୁ କଟକର ଐତିହାସିକ ବାଲିଯାତ୍ରା

କଟକ: ନଭେମ୍ୱର ୫ରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ୱର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ହେବ ବାଲିଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ୍ ପଡିବ। ଅନ୍ୟପଟେ ଚଳିତଥର ବାଲିଯାତ୍ରା ନାଁ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା। ତେବେ ଚଳିତଥର ଉପର ବାଲିଯାତ୍ରା ପଡ଼ିଆରେ ହେବନି ବାଲିଯାତ୍ରା। ଟ୍ରାଫିକ କଞ୍ଜକ୍ସନ ପାଇଁ ଉପର ବାଲିଯାତ୍ରା […]

Read More Text.

ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର : ପ୍ରଫୁଲ୍ଲ ମଲ୍ଲିକ ବିଜେଡିରୁ ନିଲମ୍ବିତ । କାମାକ୍ଷାନଗର ପୂର୍ବତନ ବିଧାୟକ ପ୍ରଫୁଲ୍ଳ ମଲ୍ଲିକ ବିଜେଡିରୁ ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁଁ ତାଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି । ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ ଚିଠି ଜରିଆରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି । ସୂଚନା ଥାଉକି, ଗୁରୁବାର ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ମଲ୍ଲିକଙ୍କ ଦୀର୍ଘଦିନ ପରେ ମୁଁହ ଖୋଲିଥିଲେ  । ସେ କହିଥିଲେ […]

Read More Text.
Tahasildar

ଭିଜିଲାନ୍ସ ଜାଲରେ ବାମରା ତହସିଲଦାର

ବାମରା : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ତହସିଲଦାର ।  ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରା ପଡ଼ିଥିବା ସୂଚନା ରହିଛି ।  ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ୨୦୧୯ ବ୍ୟାଚର ଓଏଏସ୍ ଟପ୍ପର ।  ବାମରା ବ୍ଲକ ସଦର ମହକୁମା ସ୍ଥିତ ଗୋବିନ୍ଦପୁରର ଭିକି ନାଏକ ଏକ ଜମି ମ୍ୟୁଟେସନ ଓ କିସମ ପରିବର୍ତ୍ତନ ପାଇଁ ବାମରା ତହସିଲ ଅଫିସରେ ଆବେଦନ କରିଥିଲେ ।  ମାତ୍ର […]

Read More Text.
Isi

ମିରଟରୁ ବାଲେଶ୍ୱର ଜେଲକୁ ଆସିଲା ପାକିସ୍ତାନୀ ISI ଏଜେଣ୍ଟ

ବାଲେଶ୍ବର : ବାଲେଶ୍ବର ଜେଲକୁ ଆସିଲା ଟେରୋରିଷ୍ଟ ।  ମିରଟ ଜେଲରୁ ବାଲେଶ୍ୱର ଜେଲକୁ ଆସିଲା ପାକିସ୍ତାନୀ ISI ଏଜେଣ୍ଟ ଆସିଫ ଅଲ୍ଲୀ ।  ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ କ୍ଷେପଣାସ୍ତ୍ର ପରୀକ୍ଷଣ ତଥ୍ୟ ହସ୍ତାନ୍ତର ମାମଲାରେ ଅନ୍ୟତମ ଅଭିଯୁକ୍ତ ଥିଲା ଆଇଏସଆଇ ଏଜେଣ୍ଟ ଆସିଫ ଅଲ୍ଲୀ । ପୂର୍ବରୁ DRDOର କ୍ୟାମେରା ମ୍ୟାନ ଈଶ୍ୱର ବେହେରା ଗିରଫ ହୋଇ ବାଲେଶ୍ଵର ଜେଲରେ ଆଜୀବନ ସଜା କାଟୁଛି ।  ୨୦୧୫ରେ ବାଲେଶ୍ୱର ଚାନ୍ଦିପୁର DRDO ତଥ୍ୟ ଲିକ ମାମଲାରେ ଈଶ୍ୱର […]

Read More Text.
Maoists

ପୋଲିସ ଗୁଳିରେ ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ୨ ହାର୍ଡକୋର ମାଓବାଦୀ ନିହତ । ପୋଲିସ ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାର ନେସନାଲ ପାର୍କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ଜାରି ରହିଛି । ପୋଲିସର ଏନକାଉଣ୍ଟରରେ ୨ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି ।  ୨ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି ସୁରକ୍ଷାକର୍ମୀ ।  ପୋଲିସର ଏନକାଉଣ୍ଟରରେ ଆହୁରି ଅଧିକ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା ରହିଛି […]

Read More Text.

ଜାତୀୟ ନାଟ୍ୟ ମହୋତ୍ସବର ୬ଷ୍ଠ ସନ୍ଧ୍ୟାରେ ଢେଙ୍କାନାଳ ଓ ବରହମପୁରର ନାଟକ ମଞ୍ଚସ୍ଥ

ବାରିପଦା : ସ୍ଥାନୀୟ ସହୀଦ ସ୍ମୃତି ଭବନରେ ଆମେ : ବାରିପଦା ଆନୁକୂଲ୍ୟରେ ଆୟୋଜିତ ଜାତୀୟ ନାଟ୍ୟ ମହୋତ୍ସବର ୬ଷ୍ଠ ସନ୍ଧ୍ୟାରେ ପ୍ରଥମେ କଳା ପରିଷଦ, ଢେଙ୍କାନାଳ ପ୍ରସ୍ତୁତ ନାଟକ “ଯାହା କହିବି ସତ କହିବି” ମଞ୍ଚସ୍ଥ ହୋଇଯାଇଛି I ସଭାପତି ଡଃ କୈଳାଶ ଚନ୍ଦ୍ର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ସରକାରୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ସାଗରୀକା ସିଂହ, ସମ୍ମାନିତ ଅତିଥି ଭାବେ ରେଭେନ୍ସା ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରାଧ୍ୟାପିକା, ବିଶିଷ୍ଟ […]

Read More Text.
Img 20250911 wa0182

ସନ୍ଥ ବିନୋବା ଭାବେଙ୍କ 131 ତମ ଜନ୍ମ ଜୟନ୍ତୀ ପାଳିତ 

ଯୁବପିଢ଼ି ବିନୋବାଙ୍କ ଆଦର୍ଶରେ ଅନୁପ୍ରାଣିତ ହେଲେ ସୁସ୍ଥ ସମାଜ ଗଠନ ସମ୍ଭବ  ବାରିପଦା : ଭୂଦାନ ଆନ୍ଦୋଳନର ପୁରୋଧା ସନ୍ଥ ବିନୋବା ଭବେଙ୍କ 131 ତମ ଜନ୍ମ ଜୟନ୍ତୀ ଉତ୍କଳ ସର୍ବୋଦୟ ମଣ୍ଡଳ ମୟୁରଭଞ୍ଜ ଜିଲ୍ଲା ଶାଖା ତରଫରୁ ମହାରାଜ ପୁର ସ୍ଥିତ ଓଆରଡ଼ି କେନ୍ଦ୍ର ଠାରେ ପାଳିତ ହୋଇଯାଇଛି. ଏହି ଅବସରରେ ଗାନ୍ଧିବାଦୀ ଆର୍ଯ୍ୟଭଟ ମହାନ୍ତି, ଶାରଦା ପ୍ରସାଦ ବାରିକ, ଦିଲ୍ଲୀପ ପାତ୍ର, ରମାକାନ୍ତ ରାଉତ, ଅନୁଷ୍ଠାନର ନିର୍ଦ୍ଦେଶକ ସାଇ ପ୍ରକାଶ ମହାନ୍ତି ପ୍ରମୁଖ ଯୋଗଦେଇ ସନ୍ଥ […]

Read More Text.
Img 20250911 wa0183

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ଓଡ଼ିଆ ବିଭାଗରେ ‘ମାସିକ ସାହିତ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ

ବାରିପଦା  :  ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ସ୍ନାତକୋତ୍ତର ଓଡ଼ିଆ ବିଭାଗର ପକ୍ଷରୁ ଏକ ମାସିକ ସାହିତ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଅଛି । ବିଶ୍ଵବିଦ୍ୟାଳୟ କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥିଙ୍କ ମାର୍ଗଦର୍ଶନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୁରୀସ୍ଥିତ ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟର ସ୍ନାତକୋତ୍ତର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ମୁଖ୍ୟ ତଥା ବିଶିଷ୍ଟ କବି, ସମାଲୋଚକ ଡକ୍ଟର ଦିଲୀପ କୁମାର ସ୍ୱାଇଁ ‘ସ୍ବାଧୀନତା ପରବର୍ତ୍ତୀ ଓଡ଼ିଆ କବିତା’ ସଂପର୍କରେ ନିଜର ସୁଦୀର୍ଘ […]

Read More Text.