Img 20250911 wa0184

ପିସି-ପିଏନଡ଼ିଟି ଆକ୍ଟ ସମ୍ପର୍କିତ ଜିଲ୍ଲା ସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ

ବାରିପଦା: ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷରେ  ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟଙ୍କ ଅଧ୍ୟକ୍ଷତା ରେ  ପିସିପିଏନଡ଼ିଟି ଆକ୍ଟର ଉପଯୁକ୍ତ କାର୍ଯ୍ୟକାରିତା ଉପରେ ଜିଲ୍ଲା ସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି  I ଲିଙ୍ଗ ନିରୂପଣକୁ କିଭଳି କଡାକଡି ଭାବରେ ରୋକାଯାଇପାରିବ ସେଥିପାଇଁ ଗୁରୁତର ସହ ଧ୍ୟାନ ଦେବାକୁ ଜିଲ୍ଲାପାଳ ସ୍ୱାସ୍ଥ୍ୟ ବିଭାଗର ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି I ଉକ୍ତ ବୈଠକରେ କାର୍ଯ୍ୟକ୍ଷମ ଥିବା […]

Read More Text.
Air india 2

ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି, ୬ ଘଣ୍ଟା ବିଳମ୍ବରେ ଉଡ଼ିଲା ଦିଲ୍ଲୀରୁ ସିଙ୍ଗାପୁର ବିମାନ

ନୂଆଦିଲ୍ଲୀ : ନୂଆଦିଲ୍ଲୀ ଅର୍ନ୍ତଜାତୀୟ ବିମାନବନ୍ଦରରୁ ସିଙ୍ଗାପୁରୁକୁ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି । ଫଳରେ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦିଆଯାଇଛି । ବିମାନ କ୍ୟାବିନରେ ତାପମାତ୍ରା ସମସ୍ୟା କାରଣରୁ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇ ଦେଇଥିଲେ କ୍ୟାବିନ କ୍ରୁ । ଆଉ ବିମାନଟି ଠିକ୍ ହେବା ପରେ ୬ ଘଣ୍ଟା ବିଳମ୍ବରେ ପୁଣି ଉଡ଼ାଣ ଭରିଥିଲା । ଖବର ମୁତାବକ, ଏୟାର ଇଣ୍ଡିଆ ବୋଇଂ ୭୮୭-୯ ଡ୍ରିମଲାଇନର ବିମାନ AI-2380 ରାତି ୧୧ଟା ସମୟରେ […]

Read More Text.
Mexico

ମେକ୍ସିକୋ ସିଟିରେ ଗ୍ୟାସ୍ ଟ୍ୟାଙ୍କର ବିସ୍ଫୋରଣ, ୩ ମୃତ, ୭୦ରୁ ଅଧିକ ଆହତ

ମେକ୍ସିକୋ : ମେକ୍ସିକୋ ସିଟିରେ  ବଡ଼ ଦୁର୍ଘଟଣା । ମେକ୍ସିକୋ ରାଜଧାନୀର ଦକ୍ଷିଣ ଭାଗ ରାଜପଥରେ ହଠାତ୍ ଏକ ଗ୍ୟାସ୍ ଟ୍ୟାଙ୍କର୍ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୦ ରୁ ଅଧିକ ଆହତ ହୋଇଛନ୍ତି । ଏନେଇ ମେକ୍ସିକୋ ସିଟିର ମେୟର ଏହି ଘଟଣା ବିଷୟରେ ବିସ୍ତୃତ ସୂଚନା ଦେଇଛନ୍ତି । ଏମାନଙ୍କ ମଧ୍ୟରୁ ୧୯ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ମେକ୍ସିକୋ ସିଟିର ମେୟର ଏହି ଘଟଣାକୁ […]

Read More Text.
Images

 ଅନିଲ ଅମ୍ବାନୀଙ୍କ ବିରୋଧରେ ନୂଆ ଅର୍ଥ ହେରଫେର୍‌ ମାମଲା ରୁଜୁ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ମୁମ୍ବଇ: ଅନିଲ ଅମ୍ବାନୀଙ୍କ ସମସ୍ୟା ଥମିବାର ନାଁ ଧରୁନି। ପୂର୍ବରୁ ସିବିଆଇ ତାଙ୍କ ୟସ୍ ବ୍ୟାଙ୍କ ମାମଲାକୁ ବନ୍ଦ କରିବା ପାଇଁ ଆବେଦନକୁ ପ୍ରତ୍ୟାଖାନ କରିଥିଲା। ଆଉ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅନିଲ ଅମ୍ବାନୀ ଏବଂ ଆରକମ୍ ବିରୋଧରେ ନୂଆ ଅର୍ଥ ହେରଫେର୍‌ ମାମଲା ରୁଜୁ କରିଛି । ଅଗଷ୍ଟ ମାସରେ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଅନିଲ ଅମ୍ବାନୀଙ୍କ କମ୍ପାନୀ ବିରୋଧରେ ୨୯୨୯ କୋଟି ଟଙ୍କାର ଠକେଇ କରିଥିବା ନେଇ ଅଭିଯୋଗ କରିଥିଲା । ଏହା […]

Read More Text.
111

ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ମୃତ

ଛତିଶଗଡ଼: ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାରେ ଟଳିଲେ ୧୦ ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ । ମୃତ ମାଓବାଦୀଙ୍କ ମଧ୍ୟରେ ମାଓ କମାଣ୍ଡର ବାଳକ୍ରିଷ୍ଣା ଓରଫ ଭାଷ୍କର ଥିବା ସୂଚନା । ଭାଲୁଡିହି ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓ-ସୁରକ୍ଷାକର୍ମୀ ହୋଇଥିଲେ ମୁହାଁମୁହିଁ । କନ୍ଧମାଳ-କଳାହାଣ୍ଡି-ବୌଦ୍ଧ-ନୟାଗଡ଼ ପାଇଁ କାମ କରୁଥିଲା । ଓଡ଼ିଶା ପୋଲିସ ପାଇଁ ମଧ୍ୟ ମୋଷ୍ଟ ୱାଣ୍ଟେଡ ଥିଲା ।

Read More Text.
Nepal

କିଏ ହେବେ ନେପାଳର ପ୍ରଧାନମନ୍ତ୍ରୀ, କୁଲମାନ ଘିସିଙ୍ଗଙ୍କୁ ନେଇ ଚର୍ଚ୍ଚା ଜୋର

କାଠମାଣ୍ଡୁ : ନେପାଳରେ କେପି ଶର୍ମା ଓଲିଙ୍କ ଇସ୍ତଫା  ଦେବା ପରେଏବେ ଅନ୍ତରୀଣ ସରକାରଙ୍କ ମୁଖ୍ୟଙ୍କ ନାମ ଉପରେ ଏକ ସହମତି ହୋଇଛି ।  ବାଲେନ ଶାହ ଏବଂ ପୂର୍ବତନ ମୁଖ୍ୟ ବିଚାରପତି ସୁଶୀଳା କାର୍କିଙ୍କ ପ୍ରତ୍ୟାହାର ପରେ, ନେପାଳର ଜେନ-ଜେଡ ଆନ୍ଦୋଳନକାରୀମାନେ କୁଲମାନ ଘିସିଙ୍ଗଙ୍କୁ ଅନ୍ତରୀଣ ସରକାରଙ୍କ ମୁଖ୍ୟ ଭାବରେ ସମର୍ଥନ କରିଛନ୍ତି । ସ୍ଥାନୀୟ ରିପୋର୍ଟ  ଅନୁସାରେ ଜେନ-ଜେଡ କହିଛନ୍ତି ଯେ କୁଲମାନ ଘିସିଙ୍ଗ ନେପାଳରେ ମଧ୍ୟବର୍ତ୍ତୀକାଳୀନ ସରକାରର ନେତୃତ୍ୱ ନେବା ଉଚିତ। ପୂର୍ବତନ ବିଦ୍ୟୁତ […]

Read More Text.
Cp radhakrishna

ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ, ଆସନ୍ତାକାଲି ଉପରାଷ୍ଟ୍ରପତି ଭାବେ ନେବେ ଶପଥ

ନୂଆଦିଲ୍ଲୀ : ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିପି ରାଧାକ୍ରିଷ୍ଣନ । ଉପରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ସିପି ରାଧାକ୍ରିଷ୍ଣନ ଇସ୍ତଫା ଦେବା ପରେ ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ମହାରାଷ୍ଟ୍ର ରାଜ୍ୟପାଳ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଷ୍ଟ୍ରପତି । ଆଚାର୍ଯ୍ୟ ଦେବବ୍ରତ ଗୁଜରାଟ ସହିତ ମହାରାଷ୍ଟ୍ର ରାଜ୍ୟପାଳ ଦାୟିତ୍ବ ସମ୍ଭାଳିବେ । ଆସନ୍ତାକାଲି ଅର୍ଥାତ୍ ସେପ୍ଟେମ୍ବର ୧୨ରେ ସିପି ରାଧାକ୍ରିଷ୍ଣନ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ । […]

Read More Text.
Nepali

ଚିନ୍ତା ବଢ଼ାଉଛନ୍ତି ନେପାଳି କଏଦୀ, ଅନୁପ୍ରବେଶ ବେଳେ ୩୫ ଅଟକ, ସୀମାରେ ହାଇ ଆଲର୍ଟ

ନୂଆଦିଲ୍ଲୀ : ନେପାଳରୁ ଫେରାର ହୋଇଥିବା କଏଦୀ ଏବେ ଭାରତ ପାଇଁ ବିପଦ ସାଜିଛନ୍ତି । ଭାରତରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରି ଭାରତ ସୀମାରେ ଫେରାର ହୋଇଥିବା ୩୫ କଏଦୀ ଅଟକ । ଭାରତ-ନେପାଳ ସୀମାରୁ ୩୫ କଏଦୀଙ୍କୁ ଧରିଛି ସଶସ୍ତ୍ର ସୀମା ବଳ । ସୀମାନ୍ତ ଉତ୍ତର ପ୍ରଦେଶରୁ ସର୍ବାଧିକ ୨୨ କଏଦୀ ଧରାପଡ଼ିଛନ୍ତି । ବିହାରରେ ୧୦ ଜଣ ଓ ପଶ୍ଚିମବଙ୍ଗ ସୀମାରୁ ୩ କଏଦୀ ଧରାପଡ଼ିଛନ୍ତି । ଭାରତରେ ଅନୁପ୍ରବେଶ ଉଦ୍ୟମ ବେଳେ […]

Read More Text.
Amit saha

ଆଉ ୫ ବିମାନ ବନ୍ଦରରେ ଫାଷ୍ଟ ଟ୍ରାକ୍ ଇମିଗ୍ରେସନକୁ ଭର୍ଚୁଆଲ୍ ମୋଡରେ ଉଦଘାଟନ କଲେ ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହ ଆଜି  ଆଉ ୫ଟି ବିମାନବନ୍ଦରରେ ଫାଷ୍ଟ ଟ୍ରାକ୍ ଇମିଗ୍ରେସନକୁ ଭର୍ଚୁଆଲ୍ ଭାବରେ ଉଦଘାଟନ କରିଛନ୍ତି ।  ଫାଷ୍ଟ ଟ୍ରାକ୍ ଇମିଗ୍ରେସନ – ଟ୍ରଷ୍ଟେଡ୍ ଟ୍ରାଭେଲର୍ ପ୍ରୋଗ୍ରାମ୍ (FTI-TTP) ଭାରତୀୟ ନାଗରିକ ଏବଂ ଭାରତୀୟ ନାଗରିକତା (OCI) କାର୍ଡ ଧାରଣ କରିଥିବା ବିଦେଶୀ ନାଗରିକଙ୍କ ପାଇଁ ଡିଜାଇନ୍ ହୋଇଛି । ଟର୍ମିନାଲ ୨ ର ଡିପାର୍ଚର ଇମିଗ୍ରେସନ ଅଞ୍ଚଳରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ ହୋଇଥିଲା । ଏହି ସମୟରେ, ଅମିତ […]

Read More Text.
Israil

ଇସ୍ରାଏଲୀ ବିମାନ ଆକ୍ରମଣ: ୩୫ ୟେମେନ ହାଉତି ନିହତ, ୧୩୦ ରୁ ଅଧିକ ଆହତ

ୟେମେନ: ବୁଧବାର ଦିନ ୟେମେନର ରାଜଧାନୀ ସାନାରେ ଇସ୍ରାଏଲୀ ସେନାର ବିମାନ ଆକ୍ରମଣ ହୋଇଥିଲା । ଏହି ଆକ୍ରମଣରେ ଅତି କମରେ ୩୫ ଜଣ ହାଉତିଙ୍କ ମୃତ୍ୟୁ ଘଟିଥିବାବେଳେ ୧୩୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏହି ଆକ୍ରମଣ ହାଉତି ବିଦ୍ରୋହୀଙ୍କୁ ଟାର୍ଗେଟ କରି କରାଯାଇଥିଲା । ହାଉତି ବିଦ୍ରୋହୀଙ୍କ ଦ୍ୱାରା ପରିଚାଳିତ ୟେମେନର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ନିଜେ ୩୫ ଜଣଙ୍କ ମୃତ୍ୟୁର ନିଶ୍ଚିତ କରିଛି । ମନ୍ତ୍ରଣାଳୟ ଅନୁଯାୟୀ, ଅଧିକାଂଶ ମୃତ୍ୟୁ ରାଜଧାନୀ ସାନାରେ […]

Read More Text.