ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା : ପ୍ରଭାତୀ ପରିଡ଼ା
ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଅନେକ ଯୋଗ୍ୟ ହିତାଧିକାରୀ ମହିଳା ସୁଭଦ୍ରା ତାଙ୍କ ପାଇବାରୁ ବଞ୍ଚିତ ହୋଇଛନ୍ତି । ସେମାନେ କାହିଁକି ବଞ୍ଚିତ ହେଲେ, ରାସନ କାର୍ଡ ଅଛିକି ନାହିଁ, kyc upadate ହୋଇଛି କି ନାହିଁ ଏବଂ ଅନ୍ୟାନ୍ୟ ଯାହା ଯାହା ଦରକାର ତାହା ତର୍ଜମା କରାଯାଉଛି । ଏନେଇ ତର୍ଜମା କରିବା ପାଇଁ ଆଜି ସାଢେ଼୧୨ଟା ରେ ସମୀକ୍ଷା କରାଯିବ। ଏଥିପାଇଁ ସବୁ ବିଭାଗର ଅଧିକାରୀ ମାନଙ୍କୁ […]
Read More Text.