Srimandira 750x430 1

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ ହେବ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ ବନ୍ଦ କରାଯାଇଛି। ପାଖାପାଖି ଘଣ୍ଟାଏ ଧରି ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। । ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ । ଏନେଇ ସୂଚନା ଦେଲା ଶ୍ରୀମନ୍ଦିର ପ୍ରଶାସନ। ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ସକାଳ ସମୟରେ ନିୟମିତ ଠାକୁରଙ୍କ ଦର୍ଶନ ଚାଲିଥାଏ । […]

Read More Text.
Screenshot 2025 09 09 093649 750x430

ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା: ବାଣୀବିହାର ବନ୍ଦ ଡ଼ାକରା

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଆଜି ବିଶ୍ବବିଦ୍ୟାଳୟ ବନ୍ଦ ଡାକରା ଦେଇଛନ୍ତି ଛାତ୍ର ସଙ୍ଗଠନ। ବାଣୀବିହାରରୁ ବସ୍ତି ହଟାଇବା ବେଳେ ଭଡ଼ାରେ ଲାଗିଥିବା ସରକାରର କ୍ବାଟର୍ସଗୁଡ଼ିକୁ ମୁକ୍ତ କରିବା ଦାବି କରିଛନ୍ତି ପ୍ରମୁଖ ଛାତ୍ର ସଙ୍ଗଠନ । ଗତକାଲି ଅଣଛାତ୍ରଙ୍କୁ ହଟାଇ ୩ ନଂ ହଷ୍ଟେଲକୁ ସମ୍ପୂର୍ଣ୍ଣ ସିଲ୍‌ କରାଯାଇଥିଲା। ମରାମତି କରି ଛାତ୍ରଙ୍କୁ ଆଲଟମେଣ୍ଟ କରାଯିବା ନେଇ କୁହାଯାଇଛି। ୨ନଂ ହଷ୍ଟେଲ୍‌ର ୨୫ […]

Read More Text.
Image 2025 09 09t132457.929

ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରା କରିବେ ବରିଷ୍ଠ ନାଗରିକ: ମେୟର

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ । ମେୟର ଦାସ କହିଛନ୍ତି ଯେ, ରାଜଧାନୀ ଭୁବନେଶ୍ବରର ଭୀମ ଭୋଇ ଦୃଷ୍ଟିବାଧିତ ସ୍କୁଲ୍ ଓ କ୍ୟାପିଟାଲ୍ ହାଇସ୍କୁଲ୍‌ରେ ରହଣି ବ୍ୟବସ୍ଥା କରାଯାଇଛି । ସ୍କାଉଟ୍ ଗାଇଡ୍ କ୍ୟାମ୍ପସ୍‌ରେ ବରିଷ୍ଠ ନାଗରିକଙ୍କ […]

Read More Text.
Bhaskar rao 750x430

ବିଜେଡି ଛାଡିଲେ ଭାସ୍କର ରାଓ, ‘ବିଜୁ ସ୍ୱାଭିମାନ ମଞ୍ଚ’ ଗଠନ ନେଇ ଘୋଷଣା

ଭୁବନେଶ୍ବର: ପୁଣି ବିଜେଡିକୁ ଶକ୍ତ ଝଟକା । ଅସନ୍ତୋଷ ଝାଡି ଦଳ ଛାଡିଲେ ବରିଷ୍ଠ ନେତା ତଥା ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଏନ୍ ଭାସ୍କର ରାଓ । ପୂର୍ବତନ ସାଂସଦ ଭାସ୍କର ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଦଳ ପ୍ରତି ଥିବା ତାଙ୍କ ଅସନ୍ତୋଷ ବଖାଣିଥିବା ବେଳେ ଦଳର ପ୍ରାଥମିକ ସଦସ୍ୟତା ପଦରୁ ସେ ଇସ୍ତଫା ଦେଇଛନ୍ତି । ତେବେ ଜିଲ୍ଲା ସଭାପତି ଚୟନକୁ ନେଇ ସେ ଅସନ୍ତୋଷ ପ୍ରକାଶ କରିଛନ୍ତି । ଖାଲି […]

Read More Text.
Image 2025 09 09t151638.183

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ ଜଳ ସମ୍ପଦ ବିଭାଗର କଟକଣା

ଭୁବନେଶ୍ବର: ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଲଗାଇଲେ ସରକାର । ଏବେ ଆଉ ନଦୀ କିମ୍ବା ଜଳାଶୟ ବା ଜଳଭଣ୍ଡାର ଭିତରେ ମନ ଇଛା ପାଇପ ଲାଇନ ବିଛାଇ ପାରିବେନି କୌଣସି ସଂସ୍ଥା । ଏନେଇ ଆଜି ନୂଆ ମାର୍ଗଦର୍ଶିକା ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ । ଯଦି କୌଣସି ସଂସ୍ଥା ନଦୀ କିମ୍ବା ଜଳ ଭଣ୍ଡାର ଭିତରେ ପାଇପ ଲାଇନ ବିଛାନ୍ତି ଏଥିପାଇଁ ସେମାନେ […]

Read More Text.
Tiger story2 1

କରଞ୍ଜିଆରେ ହେଟାବାଘ ଆତଙ୍କ: ୧୫ ଆହତ

କରଞ୍ଜିଆ : ପୁଣି ହେଟାବାଘ ଆତଙ୍କ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ତିନିଟିଆ ଓ ତୁଳସୀପୋଷି ଗାଁରେ ହେଟାବାଘଟି ୧୫ ଜଣଙ୍କୁ ଆକ୍ରମଣ କରି ଆହତ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ସନ୍ଧ୍ୟାରେ ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ତିନିଟିଆ ଓ ତୁଳସୀପୋଷି ଗାଁରେ ହେଟା ବାଘ ଆତଙ୍କ । ୧୫ ଜଣଙ୍କୁ ଆକ୍ରମଣ କରି ଆହତ କରିଥିବା ବେଳେ ମଙ୍ଗଳବାର ସକାଳୁ ସକାଳୁ ଆଉ ଦୁଇ ଜଣଙ୍କୁ ଆକ୍ରମଣ କରିଥିବା ନେଇ […]

Read More Text.
Prabhati parida 3

ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ, ଯୋଜନାରୁ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା

ଭୁବନେଶ୍ୱର : ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ । ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା । ତିନି ବିଭାଗକୁ ତଥ୍ୟ ମାଗି ଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ । ବାଣିଜ୍ୟ ଏବଂ ପରିବହନ ବିଭାଗକୁ ଚାରି ଚକିଆ ଯାନ ଥିବା ମହିଳାଙ୍କ ତଥ୍ୟ ଓ ସ୍ୱାସ୍ଥ୍ୟ ବିଭାଗକୁ ମୃତ ହିତାଧିକାରୀଙ୍କ ତାଲିକା ଯାଞ୍ଚ କରିବାକୁ କୁହାଯାଇଥିଲା ।  ସେହିପରି […]

Read More Text.
Ctc b

ଆମ ବସ ଦୁର୍ଘଟଣାଗ୍ରସ୍ତ, ଜେଜେମା; ନାତୁଣୀ ଆହତ

କଟକ: ପୁଣି ଆମ ବସ ଦୁର୍ଘଟଣାଗ୍ରସ୍ତ । ଜେଜେମା, ନାତୁଣୀ ଆହତ ହୋଇଛନ୍ତି । କଟକ ଗଣେଶଘାଟ ନିକଟରେ ଆମ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଆହତ ଜେଜେମା ଓ ନାତୁଣୀଙ୍କୁ ସିଟି ହସପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାକୁ ନେଇ କିଛି ସମୟ ପାଇଁ ଉତ୍ତେଜନା ଦେଖିବାକୁ ମିଳିଥିଲା । ବର୍ତ୍ତମାନ ପରିସ୍ଥିତି ସ୍ୱାଭାବିକ ରହିଛି । ସେହିପରି ଆଜି ୧୬ ନମ୍ବର ଜାତୀୟ ରାଜପଥର ଟାଙ୍ଗୀ ଥାନା ଚଟିଲୋ ଗଡ଼ା ଛକ ନିକଟରେ ତେଲ […]

Read More Text.
Bhadrk v

ଭଦ୍ରକ ଅଟୋନମସ କଲେଜରେ ଉତ୍ତେଜନା ଛାତ୍ରଙ୍କ ଧାରଣା

ଭଦ୍ରକ: ବ୍ୟାନର ଟାଙ୍ଗିବାକୁ ନେଇ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଥମୁନି ଉତ୍ତେଜନା ।  ମୁଖ୍ୟ ଗେଟ ଆଗରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ପରେ ଗତକାଲିଠାରୁ ଏଯାଏ ଉତ୍ତେଜନା ଲାଗି ରହିଛି । ଆଜି ମଧ୍ୟ ଗୋଟିଏ ଗୋଷ୍ଠୀର ଛାତ୍ର କଲେଜ ଗେଟ ସମ୍ମୁଖରେ ତୀବ୍ର ଉତ୍ତେଜନା ସୃଷ୍ଟି କରିବା ସହିତ ଟାୟାର ଜାଳି ଗେଟରେ ବାଉଁଶ ବାନ୍ଧି ରାସ୍ତା ଅବରୋଧ କରିଛନ୍ତି । ଏପରିକି ଆଜି କଲେଜ ଅଧ୍ୟକ୍ଷଙ୍କୁ ମଧ୍ୟ ଗେଟ ଭିତରକୁ ଛାଡି ନଥିଲେ ।  […]

Read More Text.
Nisha mafia

ଲେଡି ନିଶା ମାଫିଆଙ୍କ ଘରେ ଚାଲିଲା ବୁଲଡୋଜର

ଭୁବନେଶ୍ୱର : ସାବାଡ୍ ହେବେ ନିଶା ମାଫିଆ ।  ଲେଡି ନିଶା ମାଫିଆଙ୍କ ଘରେ ବୁଲିଲା ବୁଲଡୋଜର ।  ରାଜଧାନୀରେ ଲେଡି ନିଶା ମାଫିଆଙ୍କ ଘରେ ଚାଲିଲା ବୁଲଡୋଜର ।  ଚାରି ଚାରି ଥର ଗିରଫ ପରେ ମଧ୍ୟ ଚେତୁନଥିବାରୁ ଭାଙ୍ଗିଲା ଘର ।  ନୟାପଲ୍ଲୀ ଥାନା ଆଇଡି ମାର୍କେଟରେ ଭାଙ୍ଗିଲା ନିଶା ମାଫିଆଙ୍କ ଘର ।  ପୂର୍ବରୁ ଘରେ ଲଟକା ଲାଗିଥିଲା ।  ଅଭିଯୁକ୍ତ ମହିଳାଙ୍କୁ ଗିରଫ ମଧ୍ୟ କରାଯାଇଥିଲା ।  ସେ ଏବେ ଜେଲରେ ଅଛନ୍ତି। […]

Read More Text.