କୁଡ଼ମୀ ସେନା ପକ୍ଷରୁ କଳା ଦିବସ ପାଳିତ
ବାରିପଦା – ୧୯୫୦ ମସିହା ସେପ୍ଟେମ୍ବର ୬ ତାରିଖ ଦିନ କୁଡୁମୀ ଜାତିକୁ ଆଦିବାସୀ ବର୍ଗରୁ ବାଦ ଦେଇ ଥିବାରୁ କୁଡୁମୀ ଜାତି ପ୍ରତି ହୋଇଥିବା ଐତିହାସିକ ଅନ୍ୟାୟ ପ୍ରତିବାଦରେ ପ୍ରତିବର୍ଷ ୬ ସେପ୍ଟେମ୍ବର ଦିନଟିକୁ କୁଡୁମୀ ସେନା କଳା ଦିବସ ଭାବରେ ପାଳନ କରି ଆସୁଅଛି ଏହି ଅବସରରେ ଆଜି କୁଡୁମୀ ସେନାର ପ୍ରତିଷ୍ଠାତା ତଥା ରାଜ୍ୟ ସଭାପତି ଜୈମୁନୀ କୁମାର ମହାନ୍ତ ଙ୍କ ନେତୃତ୍ୱରେ ମୟୂରଭଞ୍ଜ ସମେତ ଓଡିଶାରେ ବସବାସ କରୁଥିବା ୧୦ଟି ଜିଲ୍ଲାରେ […]
Read More Text.