ଗୁରୁ–ଶିଷ୍ୟ ପରମ୍ପରାକୁ ସୁଦୃଢ କରିବାରେ ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧନା
ବାରିପଦା: ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଜିଲ୍ଲାପାଳ ଶ୍ରୀଯୁକ୍ତ ହେମକାନ୍ତ ସଏଙ୍କ ପୌରୋହିତ୍ୟରେ ଆଜି ସହିଦ ସ୍ମତିଭବନ, ବାରିପଦାଠାରେ ଜିଲ୍ଲାସ୍ତରୀୟ ଗୁରୁ ଦିବସ ଉତ୍ସବ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମ୍ବର୍ଦ୍ଧନା–୨୦୨୫ ମହାସମାରୋହରେ ପାଳିତ ହୋଇଅଛି।ଉକ୍ତ କାର୍ୟ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ମାନ୍ୟବର ଡା. କୃଷ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ମାନିତ ଅତିଥିଭାବେ ମାନ୍ୟବର ଲୋକସଭା ସାଂସଦ ଶ୍ରୀଯୁକ୍ତ ନବଚରଣ ମାଝି, ମାନ୍ୟବର ବାରିପଦା […]
Read More Text.