ବାହୁଡ଼ା ଓ ସୁନାବେଶ ଲାଗି ଯାନବାହନ କଟକଣା
ପୁରୀ: ଆଜି ଆଡ଼ପ ଶେଷ ଦର୍ଶନ । ସନ୍ଧ୍ୟା ୬ଟା ଯାଏଁ ହେବ ଦର୍ଶନ । ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରାର ପୂର୍ବ ପ୍ରସ୍ତୁତି ଏବଂ ନୀତି ବହୁଳତାକୁ ଦୃଷ୍ଟିରେ ରଖି,ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ଦେଇ ସର୍ବସାଧାରଣଙ୍କ ପ୍ରବେଶ ବନ୍ଦ ରହିବ। ଏହି ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିରର ଶୋଧ କାର୍ଯ୍ୟ ଅନୁଷ୍ଠିତ ହେବା ସହ ଶ୍ରୀଜୀଉମାନଙ୍କର ବାହୁଡ଼ା ଯାତ୍ରା ପୂର୍ବର ଅନେକ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ କରାଯିବ। ଆସନ୍ତାକାଲି (ଶୁକ୍ରବାର) ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା। […]
Read More Text.