ଭୁବନେଶ୍ୱରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଖରାପ ପାଗ ଯୋଗୁ କୋଲକାତାରେ ଅବତରଣ କଲା ବିମାନ
ଭୁବନେଶ୍ୱର : ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ସକାଳେ ପାଗ ଖରାପ ଯୋଗୁ ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ଫେରୁଥିବା ବିମାନଟି ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିପାରିନଥିଲା । ଏହି ବିମାନଟି କୋଲକାତାରେ ଲ୍ୟାଣ୍ଡିଂ କରିଥିଲା । ପାଗ ବଦଳିବା ପରେ ମୁଖ୍ୟମନ୍ତ୍ରୀ କୋଲକାତାରୁ ବିମାନ ଯୋଗେ ଭୁବନେଶ୍ବର ଫେରିଛନ୍ତି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଦିଲ୍ଲୀରେ ଜିଏସଟି କାଉନସିଲ ବୈଠକରେ ବିଭିନ୍ନ ସଂସ୍କାରମୂଳକ ପଦକ୍ଷେପ […]
Read More Text.