ନୈତିକତା ଦୃଷ୍ଟିରୁ ଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ: କଂଗ୍ରେସ
ଭୁବନେଶ୍ବର: ଆତ୍ମାହୁତି ଉଦ୍ୟମ କରି ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଥିବା ବାଲେଶ୍ବର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେ କମିଟି (ପିସିସି) ସଭାପତି ଭକ୍ତଚରଣ ଦାସ ରବିବାର ସନ୍ଧ୍ୟାରେ ଭେଟିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସାଙ୍ଗକୁ ପରିବାର ଲୋକଙ୍କ ସହ ଆଲୋଚନା କରିଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ପିସିସି ସଭାପତି ଶ୍ରୀ ଦାସ କହିଛନ୍ତି, ଡାକ୍ତରଙ୍କ ସହ କଥା ହୋଇଛି। ଡାକ୍ତରଙ୍କ କହିବା ଅନୁଯାୟୀ ଆଉ ଦୁଇଘଣ୍ଟା ବିଳମ୍ବ ହୋଇଥିଲେ ଅନେକ […]
Read More Text.