ଆସାମରେ ଭୟଙ୍କର ବନ୍ୟା, ଗୋଟିଏ ଦିନରେ ୨୧ ମୃତ
ଆସାମ : ପ୍ରବଳ ବର୍ଷା ଯୋଗୁଁ ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଲଗାଣ ବର୍ଷା ଏବଂ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ରାଜ୍ୟର ଅନେକ ଅଞ୍ଚଳ ଏବେ ଜଳମଗ୍ନ ହୋଇପଡ଼ିଛି । ଯାହା ଜନ ଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏବେ ବି ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସୂଚନାନୁଯାୟୀ, ରାଜ୍ୟର ୧୬ଟି ଜିଲ୍ଲାରେ ୫.୬୪ […]
Read More Text.