ମୋଦୀ-ପୁଟିନ୍ ଦ୍ୱିପାକ୍ଷିକ ଆଲୋଚନା: ଭାରତ ସହ ରାଜନୀତି ନୁହେଁ ବରଂ ବିଶ୍ୱାସର ସମ୍ପର୍କ କହିଲେ ପୁଟିନ୍
ସାଙ୍ଘାଇ ସମନ୍ୱୟ ସଂଗଠନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବା ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି । ଭାରତ ଏବଂ ରୁଷ ମଧ୍ୟରେ ସମ୍ପର୍କରେ ସବୁଠାରୁ ବଡ ସମସ୍ୟା ଯଦି କୌଣସି ଦେଶକୁ ହୋଇଥାଏ ତାହା ହେଉଛି ଆମେରିକା । ଏହି ସମୟରେ ପରିସ୍ଥିତି ଏପରି ହୋଇଛି ଯେ ଚୀନ୍ , ଭାରତ ଓ ରୁଷ ମିଳିତ ଭାବରେ ସାରା ବିଶ୍ୱରେ ଖବରର ଶିର୍ଷରେ ରହିଛନ୍ତି । ଚୀନରେ ଏସ୍ସିଓ […]
Read More Text.