ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ଅଧାବାଟରେ ଚାଲିଗଲା ମହିଳାଙ୍କ ଜୀବନ
ଜଗତସିଂହପୁର : ଆମ୍ବୁଲାନ୍ସରେ ଅକ୍ସିଜେନ ନ ଥିବାରୁ ରୋଗୀ ମୃତ୍ୟୁ ଅଭିଯୋଗ । ଗୁରୁତର ରୋଗୀଙ୍କୁ କଟକ ନେବାବେଳେ ଅଧାବାଟରେ ଚାଲିଗଲା ମହିଳାଙ୍କ ଜୀବନ । ଆମ୍ବୁଲାନ୍ସ ଭଙ୍ଗାରୁଜା କଲେ ଉତ୍ୟକ୍ତ ଲୋକ। ଜଗତସିଂହପୁର ଥାନା ଅଳା ପଞ୍ଚାୟତ ବ୍ରାହ୍ମଣଖଣ୍ଡ ଗାଁର କମଳା ପଣ୍ଡା ନାମକ ଜଣେ ମହିଳା ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଜଗତସିଂହପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଉଥିଲା । ତେବେ ଆମ୍ବୁଲାନ୍ସରେ ଅକ୍ସିଜେନ […]
Read More Text.