ବାରିପଦା ପୌରପାଳିକା ଆନୁକୂଲ୍ୟରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ
ବାରିପଦା: ବିକଶିତ ଭାରତ ପାଇଁ ସହରାଞ୍ଚଳର ବିକାଶ ଯେମିତି ଏକ ଅବିଚ୍ଛେଦ୍ୟ ଅଙ୍ଗ, ଗଣତାନ୍ତ୍ରିକ ଶାସନ ପଦ୍ଧତିରେ ସ୍ୱାୟତ୍ତ ଶାସନ ବ୍ୟବସ୍ଥା ହେଉଛି କ୍ଷମତା ବିକେନ୍ଦ୍ରୀକରଣର ଏକ ଅଭିନ୍ନ ସୋପାନ | ଏହି ଐତିହାସିକ ବ୍ୟବସ୍ଥାକୁ ସ୍ମରଣୀୟ ଓ ଲୋକାଭିମୁଖୀ କରିବା ତଥା ଆଗାମୀ ଦିନରେ ଏହାକୁ ଆହୁରି ସୁଦୃଢ କରିବା ସହିତ ବିଭିନ୍ନ କ୍ଷେତ୍ରରେ ବାରିପଦା ସହରାଞ୍ଚଳ ବିକାଶକୁ ତରାନ୍ୱିତ କରିବା ଲକ୍ଷ୍ୟ ନେଇ ଆଜି ବାରିପଦା ପୌରପାଳିକା ତରଫରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ-୨୦୨୫ […]
Read More Text.