Kedarnath 2 1 1

ପ୍ରବଳ ବର୍ଷା ପାଇଁ କେଦାରନାଥ ଯାତ୍ରା ବନ୍ଦ; ଉତ୍ତରାଖଣ୍ଡରେ ଭୂସ୍ଖଳନର ବିପଦ

ନୂଆଦିଲ୍ଲୀ : କେଦାରନାଥ ଯାତ୍ରା ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି । ପ୍ରବଳ ବର୍ଷା କାରଣରୁ କେଦାରନାଥ ଯାତ୍ରାକୁ ବନ୍ଦ ରଖାଯାଇଛି । ଯାତ୍ରୀଙ୍କୁ ସୋନପ୍ରୟାଗ ଓ ଗୌରୀକୁଣ୍ଡରେ ଅଟକାଇ ରଖାଯାଇଛି । ରୁଦ୍ରପ୍ରୟାଗ ଓ ଚମୋଲୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଓ ଏହାର ନିକଟବର୍ତ୍ତି ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଅଲକନନ୍ଦା ନଦୀରେ ଜଳସ୍ତର ବୃଦ୍ଧି ପାଇଛି […]

Read More Text.
Zzzz

ସ୍ତ୍ରୀ ନିର୍ଯାତନା ସହି ନ ପାରି ଇଚ୍ଛାମୃତ୍ୟୁ ମାଗିଲେ ସ୍ଵାମୀ

ଲକ୍ଷ୍ନୌ : ଉତ୍ତରପ୍ରଦେଶର ମୁଜଫ୍ଫରନଗରରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ତ୍ରୀର ନିର୍ଯାତନା ସହି ନ ପାରି ଜଣେ ଯୁବକ ଇଚ୍ଛାମୃତ୍ୟୁ ପାଇଁ ଆବେଦନ କରିଛନ୍ତି। ଗାନ୍ଧୀନଗର କଲୋନୀରେ ରହୁଥିବା ସୁମିତ ସୈନି ନାମକ ଯୁବକ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଏପରି ଆବେଦନ କରିଛନ୍ତି। ସୁମିତ ଏକ ବ୍ୟାନର ବି ସାଙ୍ଗ​‌ରେ ନେଇ ଯାଇଥିଲେ। ସେଥିରେ ଲେଖାଯାଇଛି ଯେ, ଜଣେ ଗରିବର ଗୁହାରି, ଇଚ୍ଛାମୃତ୍ୟୁ ପାଇଁ ଆବେଦନ। ସୁମିତ କହିଛନ୍ତି ଯେ, ବର୍ଷକ ତଳେ […]

Read More Text.
How youtuber jyoti malhotra used social media apps to pass secrets to pakistan

କେରଳ ସରକାରଙ୍କ ଟଙ୍କାରେ ବୁଲୁଥିଲେ ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମାଲହୋତ୍ରା

ନୂଆଦିଲ୍ଲୀ,୭।୭: ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ହରିୟାଣାର ଜ୍ୟୋତି ମାଲହୋତ୍ରାଙ୍କୁ ଗିରଫ କରାଯାଇଥିଲା। ଜ୍ୟୋତିଙ୍କ ବିରୋଧରେ ପାକିସ୍ତାନକୁ ଅନେକ ଗୁପ୍ତ ସୂଚନା ପଠାଉଥିବା ଅଭିଯୋଗ ହୋଇଥିଲା। ଏବେ ଏ ସମ୍ପର୍କରେ ଆଉ ଏକ ଆଶ୍ଚର୍ଯ୍ୟଜନକ ସୂଚନା ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, କେରଳ ସରକାର ଜ୍ୟୋତିଙ୍କୁ ପ୍ରଚାର କାର୍ଯ୍ୟ ଦାୟିତ୍ୱ ଦେଇଥିଲେ। ସେ କେରଳ ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବା ପାଇଁ ଟଙ୍କା ପାଉଥିଲେ। ସୂଚନା ଅଧିକାର (RTI) ରୁ ଜାଣିବାକୁ ମିଳିଛି ଯେ କେରଳ ସରକାର […]

Read More Text.
Tahawwur hussain rana ani 1751877680870 1751877691373

ପାକିସ୍ତାନର ପୋଲ୍ ଖୋଲିଲେ ତହୱୁର ରାଣା

ନୂଆଦିଲ୍ଲୀ,୭।୭: ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହୱୁର ରାଣା ପାକିସ୍ତାନକୁ ନେଇ ଏକ ବଡ଼ ଖୁଲାସା କରିଛନ୍ତି। ତହୱୁର କହିଛନ୍ତି ଯେ ସେ ପାକିସ୍ତାନୀ ସେନାର ସବୁଠାରୁ ବିଶ୍ୱସ୍ତ ଏଜେଣ୍ଟ ଥିଲେ। ସେ ମୁମ୍ବାଇରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଷଡ଼ଯନ୍ତ୍ରରେ ସାମିଲ ଥିବା ମଧ୍ୟ ସ୍ବୀକାର କରିଛନ୍ତି। ତହୱୁର ବର୍ତ୍ତମାନ NIA ର ହେପାଜତରେ ଅଛନ୍ତି ଏବଂ ଦିଲ୍ଲୀର ତିହାର ଜେଲରେ ଅଛନ୍ତି। ମୁମ୍ବାଇ ପୋଲିସ କ୍ରାଇମବ୍ରାଞ୍ଚ ତାଙ୍କୁ ପଚରାଉଚରା କରୁଛନ୍ତି। ସଦ୍ୟତମ ସୂଚନା ଅନୁଯାୟୀ, […]

Read More Text.
Himachalbank 1751881728984 v

ବାଦଲଫଟା ବର୍ଷାରେ ଭାସିଗଲା ବ୍ୟାଙ୍କ ଲକର

ମଣ୍ଡି: ହିମାଚଳ ପ୍ରଦେଶର ଅନେକ ଅଞ୍ଚଳରେ ବାଦଲ ଫଟା ବର୍ଷା ହେତୁ ପ୍ରବଳ କ୍ଷୟକ୍ଷତି ହୋଇଛି। ଏହାର ସର୍ବାଧିକ ପ୍ରଭାବ ମଣ୍ଡିରେ ଦେଖିବାକୁ ମିଳିଛି। କେବଳ ଏତିକି ନୁହେଁ, ବର୍ଷା ଯୋଗୁଁ ହୋଇଥିବା କ୍ଷୟକ୍ଷତିରେ ଏଯାବତ ୭୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧୫ଜଣ ଆହତ ହୋଇଛନ୍ତି। ବନ୍ୟା ଜଳରେ ୩୭ ଜଣ କେଉଁଆଡେ ନିଖୋଜ ହୋଇଛନ୍ତି। ଏପରି ପରିସ୍ଥିତିରେ ଏନଡିଆରଏଫ ଦଳ ନିଖୋଜ ଲୋକଙ୍କୁ ଖୋଜିବା ପାଇଁ ଉଦ୍ୟମ ଜାରି ରଖିଛି। ମଣ୍ଡିରେ ଘଟିଥିବା କ୍ଷୟକ୍ଷତିର […]

Read More Text.
Dalailama

ଦଲାଇ ଲାମାଙ୍କୁ ମିଳିବ ଭାରତ ରତ୍ନ ! ପ୍ରସ୍ତାବରେ ସ୍ବାକ୍ଷର କଲେ ୮୦ ସାଂସଦ

ନୂଆଦିଲ୍ଲୀ: ତିବ୍ବତୀୟ ବୌଦ୍ଧ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ଦଲାଇଲାମା ଏବେ ପୁଣି ଥରେ ଚର୍ଚ୍ଚାରେ ରହିଛନ୍ତି। ଚର୍ଚ୍ଚାର କାରଣ ହେଉଛି ତାଙ୍କର ୯୦ ତମ ଜନ୍ମଦିନ ପାଳନ ଓ ଏହି ଅବସରରେ ଉତ୍ତରାଧିକାରୀ ଚୟନ ପ୍ରକ୍ରିୟା ଆରମ୍ଭ ହେବ। ଉତ୍ତରାଧିକାରୀ ବଛା ହେବା ନେଇ ଦଲାଇଲାମାଙ୍କ ଘୋଷଣା ପରେ ଚୀନ୍‌ ଭୀଷଣ କ୍ଷୁବଧ ହୋଇଛି। କେବଳ ଏତିକି ନୁହେଁ, ଭାରତକୁ ମଧ୍ୟ ଚେତାବନୀ ଶୁଣାଇଛି। ଏବେ ଭାରତର ଆଉ ଏକ ପଦକ୍ଷେପ ଚୀନକୁ ଆହୁରି ଚିଡ଼େଇବାର ସମ୍ଭାବନା […]

Read More Text.
Ravenshaw university cuttack 150x150

ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ, ଆଗରେ ରେଭେନ୍ସା

କଟକ: ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ। ତେବେ କଟ୍ ଅଫ୍ ମାର୍କରେ ଆଗରେ ରହିଛି ରେଭେନ୍ସା ବିଶ୍ଵ ବିଦ୍ୟାଳୟ। କଳାରେ ୮୧.୩୩ ପ୍ରତିଶତ, ବିଜ୍ଞାନରେ ୯୧.୮୩ ପ୍ରତିଶତ ଓ ବାଣିଜ୍ୟରେ ୮୦.୨୦ ପ୍ରତିଶତ କଟ୍ ଅଫ୍ ମାର୍କ ରହିଛି। ସୂଚନା ଅନୁଯାୟୀ, ସାମ୍ସ ପୋର୍ଟାଲ ଜରିଆରେ ଗତ ମେ’ ୨୪ ତାରିଖରୁ +୨ ନାମଲେଖା ପାଇଁ ଆବେଦନ ଆରମ୍ଭ ହୋଇଥିଲା। ଆବେଦନର ଶେଷ ତାରିଖ ଜୁନ ୩୦ ରାତି ରହିଥିଲା। ରାଜ୍ୟରେ ମୋଟ […]

Read More Text.
Lightning 300x168

ବଜ୍ରାଘାତରେ ଦୁଇ ଭାଇ ମୃତ

ଭଦ୍ରକ,୭।୭: ଭଦ୍ରକ ଜିଲାର ତିହିଡି ବ୍ଲକ ଅନ୍ତର୍ଗତ ହରସିଂହପୁର ପଞ୍ଚାୟତର ଚଣ୍ଡିସାହି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଚାଷ କରୁଥିବା ବେଳେ ବଜ୍ରାଘାତରେ ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି, ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଚଣ୍ଡିସାହି ଗ୍ରାମର ତିନି ଜଣ ଚାଷୀ ଚାଷ କାମରେ ବ୍ୟସ୍ତ ଥିବା ବେଳେ ହଠାତ୍‌ ବଜ୍ରାଘାତ ହୋଇଥିଲା। ଏହି ଘଟଣାରେ ତିନି ଜଣ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ତିହିଡି ଗୋଷ୍ଠୀ […]

Read More Text.
Manmohan 300x166

ମନମୋହନ ପୁଣି ରାଜ୍ୟ ବିଜେପି ସଭାପତି – କେବଳ ଘୋଷଣା ବାକି !

ଭୁବନେଶ୍ବର: ରାଜ୍ୟ ବିଜେପି ସଭାପତି ପଦ ପାଇଁ ମନମୋହନ ସାମଲ ଆଜି ଏକ ମାତ୍ର ବ୍ୟକ୍ତି ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେପି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସଂଜୟ ଜୟସ୍ବାଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ଏହି ପଦବି ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କାଲି ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ଏହା ପରେ ଆସନ୍ତାକାଲି ବିଜେପି ସଭାପତି ଘୋଷଣା ହେବ। ରାଜ୍ୟ ସଭପତି ପାଇଁ ଏକ […]

Read More Text.
1

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ ନବୀନ

ଭୁବନେଶ୍ବର: ସ୍ବାସ୍ଥ୍ୟଜନିତ ସମସ୍ୟା ପାଇଁ ମୁମ୍ବାଇର ଏକ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଡିସଚାର୍ଜ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ତାଙ୍କର ରାଜନୈତିକ ସଚିବ ସଂତୃପ୍ତ ମିଶ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଶ୍ରୀ ମିଶ୍ର କହିଛନ୍ତି, ଡାକ୍ତରଙ୍କ ପରାମର୍ଶ କ୍ରମେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ କିଛି ଦିନ ମୁମ୍ବାଇରେ ରହିବେ। ଭୁବନେଶ୍ବର ଫେରିବା ନେଇ ଶ୍ରୀ ମିଶ୍ର ନିର୍ଦ୍ଧିଷ୍ଟ ସମୟ […]

Read More Text.